ଲେବୀୟ ପୁସ୍ତକ 19:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ବଳିଦାନ ଦିନ ଓ ତହିଁ ଆରଦିନ ତାହା ଭୋଜନ କରାଯିବ; ପୁଣି, ତୃତୀୟ ଦିନ ପର୍ଯ୍ୟନ୍ତ ତହିଁରୁ କିଛି ଅବଶିଷ୍ଟ ରହିଲେ, ତାହା ଦଗ୍ଧ କରାଯିବ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ବଳିଦାନ ଦିନ ଓ ତହିଁ ଆର ଦିନ ତାହା ଭୋଜନ କରାଯିବ; ପୁଣି, ତୃତୀୟ ଦିନ ପର୍ଯ୍ୟନ୍ତ ତହିଁରୁ କିଛି ଅବଶିଷ୍ଟ ରହିଲେ, ତାହା ଦଗ୍ଧ କରାଯିବ। Viz kapitolaଓଡିଆ ବାଇବେଲ6 ବଳିଦାନ ଦିନ ଓ ତହିଁ ଆରଦିନ ତାହା ଭୋଜନ କରାଯିବ; ପୁଣି, ତୃତୀୟ ଦିନ ପର୍ଯ୍ୟନ୍ତ ତହିଁରୁ କିଛି ଅବଶିଷ୍ଟ ରହିଲେ, ତାହା ଦଗ୍ଧ କରାଯିବ। Viz kapitolaପବିତ୍ର ବାଇବଲ6 ବଳିଦାନ ଦିନ କିମ୍ବା ତା'ର ପରଦିନ ତାହା ଭୋଜନ କରାଯିବ। ଯଦି ତୃତୀୟ ଦିନକୁ ଅବଶିଷ୍ଟ ବଞ୍ଚିବ ତେବେ ତାକୁ ଦଗ୍ଧ କରିବ। Viz kapitola |