ଲେବୀୟ ପୁସ୍ତକ 19:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆଉ, ତୁମ୍ଭେମାନେ ଆପଣା ଆପଣା ଭୂମିର ଶସ୍ୟ କାଟିବା ବେଳେ ତୁମ୍ଭେ ନିଜ କ୍ଷେତ୍ରର କୋଣ ସମ୍ପୂର୍ଣ୍ଣ ରୂପେ କାଟିବ ନାହିଁ, କିଅବା ତୁମ୍ଭେ ଆପଣା କ୍ଷେତ୍ରରେ ଛାଡ଼ିଥିବା ଶସ୍ୟ ସାଉଣ୍ଟିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଆଉ, ତୁମ୍ଭେମାନେ ଆପଣା ଆପଣା ଭୂମିର ଶସ୍ୟ କାଟିବା ବେଳେ ତୁମ୍ଭେ ନିଜ କ୍ଷେତ୍ରର କୋଣ ନିଃଶେଷ ରୂପେ କାଟିବ ନାହିଁ, କିଅବା ତୁମ୍ଭେ ଆପଣା କ୍ଷେତ୍ରରେ ତ୍ୟକ୍ତ ଶସ୍ୟ ସାଉଣ୍ଟିବ ନାହିଁ। Viz kapitolaଓଡିଆ ବାଇବେଲ9 ଆଉ, ତୁମ୍ଭେମାନେ ଆପଣା ଆପଣା ଭୂମିର ଶସ୍ୟ କାଟିବା ବେଳେ ତୁମ୍ଭେ ନିଜ କ୍ଷେତ୍ରର କୋଣ ସମ୍ପୂର୍ଣ୍ଣ ରୂପେ କାଟିବ ନାହିଁ, କିଅବା ତୁମ୍ଭେ ଆପଣା କ୍ଷେତ୍ରରେ ଛାଡ଼ିଥିବା ଶସ୍ୟ ସାଉଣ୍ଟିବ ନାହିଁ। Viz kapitolaପବିତ୍ର ବାଇବଲ9 “ତୁମ୍ଭେମାନେ ଅମଳ ସମୟରେ ଯେବେ ଶସ୍ୟ କାଟୁଛ ତେବେ କ୍ଷେତ୍ରକୁ ନିଃଶେଷ କରି ଶସ୍ୟ କାଟିବ ନାହିଁ। କିମ୍ବା ନିଜ ଶସ୍ୟକ୍ଷେତ୍ରରୁ ତ୍ୟକ୍ତ ଶସ୍ୟ ସାଉଣ୍ଟିବ ନାହିଁ। Viz kapitola |