ଲେବୀୟ ପୁସ୍ତକ 2:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ପୁଣି ଯଦି ତୁମ୍ଭେ ଆପଣା ପ୍ରଥମ ଫଳର ନୈବେଦ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କର, ତେବେ ତୁମ୍ଭ ପ୍ରଥମଜାତ ଫଳର ନୈବେଦ୍ୟ ରୂପେ ଅଗ୍ନିରେ ଭଜା ଶିଷା, ଅର୍ଥାତ୍, ମର୍ଦ୍ଦିତ କୋମଳ ଶିଷା ଉତ୍ସର୍ଗ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ପୁଣି ଯେବେ ତୁମ୍ଭେ ଆପଣା ପ୍ରଥମଜାତ ଫଳର ନୈବେଦ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କର, ତେବେ ତୁମ୍ଭ ପ୍ରଥମଜାତ ଫଳର ନୈବେଦ୍ୟ ରୂପେ ଅଗ୍ନିରେ ଭଜା ଶିଷା, ଅର୍ଥାତ୍, ମର୍ଦ୍ଦିତ କୋମଳ ଶିଷା ଉତ୍ସର୍ଗ କରିବ। Viz kapitolaଓଡିଆ ବାଇବେଲ14 ପୁଣି ଯଦି ତୁମ୍ଭେ ଆପଣା ପ୍ରଥମ ଫଳର ନୈବେଦ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କର, ତେବେ ତୁମ୍ଭ ପ୍ରଥମଜାତ ଫଳର ନୈବେଦ୍ୟ ରୂପେ ଅଗ୍ନିରେ ଭଜା ଶିଷା, ଅର୍ଥାତ୍, ମର୍ଦ୍ଦିତ କୋମଳ ଶିଷା ଉତ୍ସର୍ଗ କରିବ। Viz kapitolaପବିତ୍ର ବାଇବଲ14 “ପୁଣି ଯେବେ ତୁମ୍ଭେ ତୁମ୍ଭର ପ୍ରଥମଜାତ ଶସ୍ୟ ନୈବେଦ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କର, ତେବେ ତୁମ୍ଭ ପ୍ରଥମଜାତ ଶସ୍ୟ ନୈବେଦ୍ୟ ରୂପେ ଅଗ୍ନିରେ ଭଜା ତାଜା ଶସ୍ୟ ଉତ୍ସର୍ଗ କରିବ। Viz kapitola |