ଲେବୀୟ ପୁସ୍ତକ 20:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ପୁଣି, ତୁମ୍ଭେମାନେ ଆମ୍ଭ ଉଦ୍ଦେଶ୍ୟରେ ପବିତ୍ର ହେବ; କାରଣ ଆମ୍ଭେ ସଦାପ୍ରଭୁ ପବିତ୍ର ଅଟୁ। ଆଉ, ତୁମ୍ଭେମାନେ ଯେପରି ଆମ୍ଭର ହେବ, ଏଥିପାଇଁ ଆମ୍ଭେ ଅନ୍ୟ ଲୋକଙ୍କଠାରୁ ତୁମ୍ଭମାନଙ୍କୁ ପୃଥକ କରିଅଛୁ। Viz kapitolaପବିତ୍ର ବାଇବଲ (Re-edited) - (BSI)26 ପୁଣି, ତୁମ୍ଭେମାନେ ଆମ୍ଭ ଉଦ୍ଦେଶ୍ୟରେ ପବିତ୍ର ହେବ; କାରଣ ଆମ୍ଭେ ସଦାପ୍ରଭୁ ପବିତ୍ର ଅଟୁ; ଆଉ, ତୁମ୍ଭେମାନେ ଯେପରି ଆମ୍ଭର ହେବ, ଏଥିପାଇଁ ଆମ୍ଭେ ଅନ୍ୟ ଲୋକଙ୍କ-ଠାରୁ ତୁମ୍ଭମାନଙ୍କୁ ପୃଥକ କରିଅଛୁ। Viz kapitolaଓଡିଆ ବାଇବେଲ26 ପୁଣି, ତୁମ୍ଭେମାନେ ଆମ୍ଭ ଉଦ୍ଦେଶ୍ୟରେ ପବିତ୍ର ହେବ; କାରଣ ଆମ୍ଭେ ସଦାପ୍ରଭୁ ପବିତ୍ର ଅଟୁ। ଆଉ, ତୁମ୍ଭେମାନେ ଯେପରି ଆମ୍ଭର ହେବ, ଏଥିପାଇଁ ଆମ୍ଭେ ଅନ୍ୟ ଲୋକଙ୍କଠାରୁ ତୁମ୍ଭମାନଙ୍କୁ ପୃଥକ୍ କରିଅଛୁ। Viz kapitolaପବିତ୍ର ବାଇବଲ26 ପୁଣି ତୁମ୍ଭେମାନେ ଆମ୍ଭ ଉଦ୍ଦେଶ୍ୟରେ ପବିତ୍ର ହେବ। କାରଣ ଆମ୍ଭେ ସଦାପ୍ରଭୁ ପବିତ୍ର ଅଟୁ। ତେଣୁ ତୁମ୍ଭେମାନେ ଯେପରି ଆମ୍ଭର ହେବ ଏଥିପାଇଁ ଆମ୍ଭେ ଅନ୍ୟ ଲୋକଙ୍କଠାରୁ ତୁମ୍ଭଙ୍କୁ ପୃଥକ କରିଅଛୁ। Viz kapitola |