ଲେବୀୟ ପୁସ୍ତକ 21:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଏପରି ଖୁଣବିଶିଷ୍ଟ ଯେଉଁ ପୁରୁଷ ହାରୋଣ ଯାଜକଙ୍କର ବଂଶ ମଧ୍ୟରେ ଥାଏ, ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବା ପାଇଁ ନିକଟକୁ ଯିବ ନାହିଁ; ତାହାର ଖୁଣ ଅଛି; ସେ ଆପଣା ପରମେଶ୍ୱରଙ୍କ ‘ଭକ୍ଷ୍ୟ’ ଉତ୍ସର୍ଗ କରିବା ପାଇଁ ନିକଟକୁ ଆସିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ଏପରି ଖୁଣବିଶିଷ୍ଟ ଯେଉଁ ପୁରୁଷ ହାରୋଣ ଯାଜକଙ୍କର ବଂଶ ମଧ୍ୟରେ ଥାଏ, ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବା ପାଇଁ ନିକଟକୁ ଯିବ ନାହିଁ; ତାହାର ଖୁଣ ଅଛି; ସେ ଆପଣା ପରମେଶ୍ଵରଙ୍କ ଭକ୍ଷ୍ୟ ଉତ୍ସର୍ଗ କରିବା ପାଇଁ ନିକଟକୁ ଆସିବ ନାହିଁ। Viz kapitolaଓଡିଆ ବାଇବେଲ21 ଏପରି ଖୁଣବିଶିଷ୍ଟ ଯେଉଁ ପୁରୁଷ ହାରୋଣ ଯାଜକଙ୍କର ବଂଶ ମଧ୍ୟରେ ଥାଏ, ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବା ପାଇଁ ନିକଟକୁ ଯିବ ନାହିଁ; ତାହାର ଖୁଣ ଅଛି; ସେ ଆପଣା ପରମେଶ୍ୱରଙ୍କ ଭକ୍ଷ୍ୟ ଉତ୍ସର୍ଗ କରିବା ପାଇଁ ନିକଟକୁ ଆସିବ ନାହିଁ। Viz kapitolaପବିତ୍ର ବାଇବଲ21 “ହାରୋଣ ଯାଜକର ବଂଶଧର ମଧ୍ୟରେ ଏପରି ଖୁଣ ବିଶିଷ୍ଟ ଲୋକ ଥିଲେ, ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କରିବା ପାଇଁ ବେଦି ନିକଟକୁ ଯାଇପାରିବ ନାହିଁ। ଆଉ ତା'ର ଖୁଣ ଥିବାରୁ ସେ ଯଜ୍ଞବେଦି ନିକଟକୁ ଶସ୍ୟ ଭକ୍ଷ୍ୟ ଉତ୍ସର୍ଗ କରିବା ପାଇଁ ଆସିବା ଉଚିତ୍ ନୁହେଁ। Viz kapitola |