ଲେବୀୟ ପୁସ୍ତକ 22:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆଉ, ଯଦି କେହି ଅଜ୍ଞାତସାରରେ ପବିତ୍ର ଦ୍ରବ୍ୟ ଭୋଜନ କରେ, ତେବେ ସେ ତହିଁର ପଞ୍ଚମାଂଶ ଅଧିକା କରି ଯାଜକକୁ ପବିତ୍ର ଦ୍ରବ୍ୟ ଦେବ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଆଉ, ଯେବେ କେହି ଅଜ୍ଞାତସାରରେ ପବିତ୍ର ଦ୍ରବ୍ୟ ଭୋଜନ କରେ, ତେବେ ସେ ତହିଁର ପଞ୍ଚମାଂଶ ଅଧିକା କରି ଯାଜକକୁ ପବିତ୍ର ଦ୍ରବ୍ୟ ଦେବ। Viz kapitolaଓଡିଆ ବାଇବେଲ14 ଆଉ, ଯଦି କେହି ଅଜ୍ଞାତସାରରେ ପବିତ୍ର ଦ୍ରବ୍ୟ ଭୋଜନ କରେ, ତେବେ ସେ ତହିଁର ପଞ୍ଚମାଂଶ ଅଧିକା କରି ଯାଜକକୁ ପବିତ୍ର ଦ୍ରବ୍ୟ ଦେବ। Viz kapitolaପବିତ୍ର ବାଇବଲ14 “ଯଦି କେହି ଅଜ୍ଞାତସାରରେ ପବିତ୍ର ଖାଦ୍ୟ ଭୋଜନ କରିଥାଏ, ତେବେ ସେ ଦ୍ରବ୍ୟର ମୂଲ୍ୟର ଏକ ପଞ୍ଚମାଂଶ ଅଧିକ ମୂଲ୍ୟ ଯାଜକକୁ ପବିତ୍ର ନୈବେଦ୍ୟ ରୂପେ ପରିଶୋଧ କରିବ। Viz kapitola |