ଲେବୀୟ ପୁସ୍ତକ 22:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏହିରୂପେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଯେଉଁ ପବିତ୍ର ଦ୍ରବ୍ୟ ଉତ୍ସର୍ଗ କରନ୍ତି, ସେମାନେ ତାହାସବୁ ଅପବିତ୍ର କରିବେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ଏହିରୁପେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଯେଉଁ ପବିତ୍ର ଦ୍ରବ୍ୟ ଉତ୍ସର୍ଗ କରନ୍ତି, ସେମାନେ ତାହା ସବୁ ଅପବିତ୍ର କରିବେ ନାହିଁ; Viz kapitolaଓଡିଆ ବାଇବେଲ15 ଏହିରୂପେ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଯେଉଁ ପବିତ୍ର ଦ୍ରବ୍ୟ ଉତ୍ସର୍ଗ କରନ୍ତି, ସେମାନେ ତାହା ସବୁ ଅପବିତ୍ର କରିବେ ନାହିଁ। Viz kapitolaପବିତ୍ର ବାଇବଲ15 “ଇସ୍ରାଏଲର ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁସବୁ ପବିତ୍ର ଉପହାର ଉତ୍ସର୍ଗ କରନ୍ତି, ଯାଜକଗଣ ତାହା ସବୁ ଅପବିତ୍ର କରିବେ ନାହିଁ। Viz kapitola |