ଲେବୀୟ ପୁସ୍ତକ 23:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତୁମ୍ଭେମାନେ ଆପଣା ଆପଣା ନିବାସରୁ ଦୋଳନୀୟ ନୈବେଦ୍ୟାର୍ଥେ ଏକ ଐଫାର ଦୁଇ ଦଶମାଂଶର ଦୁଇ ରୁଟି ଆଣିବ; ତାହା ସରୁ ମଇଦାରେ ପ୍ରସ୍ତୁତ ହେବ ଓ ତାଡ଼ିରେ ରନ୍ଧନ କରାଯିବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଥମ ଫଳ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ତୁମ୍ଭେମାନେ ଆପଣା ଆପଣା ନିବାସରୁ ଦୋଳନୀୟ ନୈବେଦ୍ୟାର୍ଥେ ଏକ ଐଫାର ଦୁଇ ଦଶମାଂଶର ଦୁଇ ରୋଟୀ ଆଣିବ; ତାହା ସରୁ ମଇଦାରେ ପ୍ରସ୍ତୁତ ହେବ ଓ ତାଡ଼ିରେ ପାକ କରାଯିବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଥମଜାତ ଫଳ ହେବ। Viz kapitolaଓଡିଆ ବାଇବେଲ17 ତୁମ୍ଭେମାନେ ଆପଣା ଆପଣା ନିବାସରୁ ଦୋଳନୀୟ ନୈବେଦ୍ୟାର୍ଥେ ଏକ ଐଫାର ଦୁଇ ଦଶମାଂଶର ଦୁଇ ରୁଟି ଆଣିବ; ତାହା ସରୁ ମଇଦାରେ ପ୍ରସ୍ତୁତ ହେବ ଓ ତାଡ଼ିରେ ରନ୍ଧନ କରାଯିବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଥମ ଫଳ ହେବ। Viz kapitolaପବିତ୍ର ବାଇବଲ17 ତୁମ୍ଭେମାନେ ନିଜ ନିଜ ଘରୁ ଦୋଳନୀୟ ନୈବେଦ୍ୟାର୍ଥେ ଏକ ଐଫାର ଦୁଇ ଦଶମାଂଶର ଦୁଇ ରୋଟୀ ଆଣିବ। ତାହା ସରୁ ମଇଦାରେ ପ୍ରସ୍ତୁତ ହେବ ଓ ତାଡ଼ିରେ ପାକ କରାଯିବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଥମଜାତ ଉପହାର ହେବ। Viz kapitola |