Online Bible

- Reklamy -




ଲେବୀୟ ପୁସ୍ତକ 23:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ପୁଣି, ଯାଜକ ପ୍ରଥମ ଫଳର ରୁଟି ସହିତ ଓ ଦୁଇ ମେଷବତ୍ସ ମଧ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟ ରୂପେ ଦୋଳାଇବ; ତାହାସବୁ ଯାଜକ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ପୁଣି, ଯାଜକ ପ୍ରଥମଜାତ ଫଳର ରୋଟୀ ସହିତ ଓ ଦୁଇ ମେଷବତ୍ସ ସହିତ ତାହା ସବୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟ ରୂପେ ଦୋଳାଇବ; ତାହା ସବୁ ଯାଜକ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ।

Viz kapitola kopírovat

ଓଡିଆ ବାଇବେଲ

20 ପୁଣି, ଯାଜକ ପ୍ରଥମ ଫଳର ରୁଟି ସହିତ ଓ ଦୁଇ ମେଷବତ୍ସ ମଧ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟ ରୂପେ ଦୋଳାଇବ; ତାହା ସବୁ ଯାଜକ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ।

Viz kapitola kopírovat

ପବିତ୍ର ବାଇବଲ

20 “ପୁଣି ଯାଜକ ପ୍ରଥମଜାତ ଫଳର ରୋଟୀ ସହିତ ଦୁଇ ମେଷବତ୍ସ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟରୂପେ ଦୋଳାଇବ। ତାହା ସବୁ ଯାଜକ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ।

Viz kapitola kopírovat




ଲେବୀୟ ପୁସ୍ତକ 23:20

Následuj nás:

Reklamy


Reklamy