ଲେବୀୟ ପୁସ୍ତକ 24:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ପୁଣି, ଯେକେହି ଆପଣା ସଦାପ୍ରଭୁଙ୍କ ନାମର ନିନ୍ଦା କରେ, ସେ ଅବଶ୍ୟ ହତ ହେବ; ସମସ୍ତ ମଣ୍ଡଳୀ ତାହାକୁ ନିଶ୍ଚୟ ପଥର ମାରି ବଧ କରିବେ; ବିଦେଶୀ ହେଉ ବା ସ୍ୱଦେଶୀ ହେଉ, ସଦାପ୍ରଭୁଙ୍କ ନାମର ନିନ୍ଦା କଲେ ହତ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ପୁଣି, ଯେ କେହି ଆପଣା ସଦାପ୍ରଭୁଙ୍କ ନାମର ନିନ୍ଦା କରେ, ସେ ଅବଶ୍ୟ ହତ ହେବ; ସମସ୍ତ ମଣ୍ତଳୀ ତାହାକୁ ନିଶ୍ଚୟ ପଥର ମାରି ବଧ କରିବେ; ବିଦେଶୀ ହେଉ ବା ସ୍ଵଦେଶୀ ହେଉ, ସଦାପ୍ରଭୁଙ୍କ ନାମର ନିନ୍ଦା କଲେ ହତ ହେବ। Viz kapitolaଓଡିଆ ବାଇବେଲ16 ପୁଣି, ଯେକେହି ଆପଣା ସଦାପ୍ରଭୁଙ୍କ ନାମର ନିନ୍ଦା କରେ, ସେ ଅବଶ୍ୟ ହତ ହେବ; ସମସ୍ତ ମଣ୍ଡଳୀ ତାହାକୁ ନିଶ୍ଚୟ ପଥର ମାରି ବଧ କରିବେ; ବିଦେଶୀ ହେଉ ବା ସ୍ୱଦେଶୀ ହେଉ, ସଦାପ୍ରଭୁଙ୍କ ନାମର ନିନ୍ଦା କଲେ ହତ ହେବ। Viz kapitolaପବିତ୍ର ବାଇବଲ16 ଯେକେହି ଆପଣା ସଦାପ୍ରଭୁଙ୍କ ନାମରେ ନିନ୍ଦା କରେ ସେ ଅବଶ୍ୟ ହତ ହେବ। ସମସ୍ତ ମଣ୍ଡଳୀ ତାହାକୁ ପଥର ମାରି ବଧ କରିବେ। ବିଦେଶୀ ହେଉ କି ସ୍ୱଦେଶୀ ହେଉ, ସଦାପ୍ରଭୁଙ୍କୁ ନିନ୍ଦା କଲେ ହତ ହେବ। Viz kapitola |