ଲେବୀୟ ପୁସ୍ତକ 25:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଆଉ, ଭୂମି ସଦାକାଳ ନିମନ୍ତେ ବିକ୍ରୟ କରାଯିବ ନାହିଁ; କାରଣ ଭୂମି ଆମ୍ଭର; ତୁମ୍ଭେମାନେ ଆମ୍ଭ ସହିତ ବିଦେଶୀ ଓ ପ୍ରବାସୀ ଅଟ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ଆଉ ଭୂମି ସଦାକାଳ ନିମନ୍ତେ ବିକା ଯିବ ନାହିଁ; କାରଣ ଭୂମି ଆମ୍ଭର; ତୁମ୍ଭେମାନେ ଆମ୍ଭ ସହିତ ବିଦେଶୀ ଓ ପ୍ରବାସୀ ଅଟ। Viz kapitolaଓଡିଆ ବାଇବେଲ23 ଆଉ, ଭୂମି ସଦାକାଳ ନିମନ୍ତେ ବିକ୍ରୟ କରାଯିବ ନାହିଁ; କାରଣ ଭୂମି ଆମ୍ଭର; ତୁମ୍ଭେମାନେ ଆମ୍ଭ ସହିତ ବିଦେଶୀ ଓ ପ୍ରବାସୀ ଅଟ। Viz kapitolaପବିତ୍ର ବାଇବଲ23 “ଭୂମି ଆମ୍ଭର, ତୁମ୍ଭେ ସବୁଦିନ ପାଇଁ ତାକୁ ବିକ୍ରୟ କରି ପାରିବ ନାହିଁ। ତୁମ୍ଭେମାନେ କେବଳ ଆମ୍ଭ ସହିତ ବାସ କରୁଥିବା ବିଦେଶୀ ଓ ପ୍ରବାସୀ ଅଟ। Viz kapitola |