ଲେବୀୟ ପୁସ୍ତକ 25:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ତେବେ ସେ ତହିଁର ବିକ୍ରୟ ବର୍ଷ ଗଣନା କରୁ ଓ ତଦନୁସାରେ ଅତିରିକ୍ତ ମୂଲ୍ୟ କ୍ରୟକର୍ତ୍ତାକୁ ଫେରାଇ ଦେଉ; ତହିଁରେ ସେ ପୁନର୍ବାର ଆପଣା ଅଧିକାରକୁ ଫେରିଯିବ। Viz kapitolaପବିତ୍ର ବାଇବଲ (Re-edited) - (BSI)27 ତେବେ ସେ ତହିଁର ବିକ୍ରୟ-ବର୍ଷ ଗଣନା କରୁ ଓ ତଦନୁସାରେ ଅତିରିକ୍ତ ମୂଲ୍ୟ କ୍ରୟକର୍ତ୍ତାକୁ ଫେରାଇ ଦେଉ; ତହିଁରେ ସେ ପୁନର୍ବାର ଆପଣା ଅଧିକାରକୁ ଫେରିଯିବ। Viz kapitolaଓଡିଆ ବାଇବେଲ27 ତେବେ ସେ ତହିଁର ବିକ୍ରୟ ବର୍ଷ ଗଣନା କରୁ ଓ ତଦନୁସାରେ ଅତିରିକ୍ତ ମୂଲ୍ୟ କ୍ରୟକର୍ତ୍ତାକୁ ଫେରାଇ ଦେଉ; ତହିଁରେ ସେ ପୁନର୍ବାର ଆପଣା ଅଧିକାରକୁ ଫେରିଯିବ। Viz kapitolaପବିତ୍ର ବାଇବଲ27 ସେ ଭୂମି ବିକ୍ରୀ ହେଲା ବର୍ଷର ଗଣନା କରୁ ଓ ତଦନୁସାରେ ଅତିରିକ୍ତ ମୂଲ୍ୟ କ୍ରୟକର୍ତ୍ତାକୁ ଫେରାଇ ଦେଉ। ତହିଁରେ ସେ ପୁନର୍ବାର ନିଜର ଅଧିକାର ଫେରି ପାଇବ। Viz kapitola |