ଲେବୀୟ ପୁସ୍ତକ 25:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ମାତ୍ର ଯଦି ସେ ତାହା ଫେରାଇ ନେବାକୁ ଅସମର୍ଥ ହୁଏ, ତେବେ ସେ ଯାହା ବିକ୍ରୟ କରିଅଛି, ତାହା ଯୋବେଲ ପର୍ଯ୍ୟନ୍ତ କ୍ରୟକର୍ତ୍ତାର ହସ୍ତରେ ରହିବ; ପୁଣି, ତାହା ଯୋବେଲ ସମୟରେ ମୁକ୍ତ ହେବ ଓ ସେ ପୁନର୍ବାର ଆପଣା ଅଧିକାରକୁ ଫେରିଯିବ। Viz kapitolaପବିତ୍ର ବାଇବଲ (Re-edited) - (BSI)28 ମାତ୍ର ଯେବେ ସେ ତାହା ଫେରାଇ ନେବାକୁ ଅସମର୍ଥ ହୁଏ, ତେବେ ସେ ଯାହା ବିକିଅଛି, ତାହା ଯୋବେଲ ପର୍ଯ୍ୟନ୍ତ କ୍ରୟକର୍ତ୍ତାର ହସ୍ତରେ ରହିବ; ପୁଣି, ତାହା ଯୋବେଲ ସମୟରେ ମୁକ୍ତ ହେବ ଓ ସେ ପୁନର୍ବାର ଆପଣା ଅଧିକାରକୁ ଫେରିଯିବ। Viz kapitolaଓଡିଆ ବାଇବେଲ28 ମାତ୍ର ଯଦି ସେ ତାହା ଫେରାଇ ନେବାକୁ ଅସମର୍ଥ ହୁଏ, ତେବେ ସେ ଯାହା ବିକ୍ରୟ କରିଅଛି, ତାହା ଯୁବ୍ଲୀ ପର୍ଯ୍ୟନ୍ତ କ୍ରୟକର୍ତ୍ତାର ହସ୍ତରେ ରହିବ; ପୁଣି, ତାହା ଯୁବ୍ଲୀ ସମୟରେ ମୁକ୍ତ ହେବ ଓ ସେ ପୁନର୍ବାର ଆପଣା ଅଧିକାରକୁ ଫେରିଯିବ। Viz kapitolaପବିତ୍ର ବାଇବଲ28 ଯେବେ ସେ ଲୋକ ନିଜର ଅଧିକାର ଫେରାଇ ନେବାକୁ ଯଥେଷ୍ଟ ଅର୍ଥ ନ ପାଏ, ତେବେ ସେ ଯାହା ବିକ୍ରୟ କରିଅଛି ତାହା ମହୋଲ୍ଲାସ-ଉତ୍ସବ ବର୍ଷ ପର୍ଯ୍ୟନ୍ତ କ୍ରୟକର୍ତ୍ତା ହସ୍ତରେ ରହିବ। ପୁଣି ତାହା ମହୋଲ୍ଲାସ-ଉତ୍ସବ ସମୟରେ ମୁକ୍ତ ହେବ ଓ ପୁନର୍ବାର ସେ ପ୍ରକୃତ ଲୋକର ଅଧିକାରକୁ ଫେରିଯିବ। Viz kapitola |