Online Bible

- Reklamy -




ଲେବୀୟ ପୁସ୍ତକ 25:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ମାତ୍ର ଲେବୀୟମାନଙ୍କର ନଗରସକଳ, ସେମାନଙ୍କ ଅଧିକୃତ ନଗରର ଗୃହସକଳ ମୁକ୍ତ କରିବାର ଅଧିକାର ଲେବୀୟମାନଙ୍କ ପକ୍ଷରେ ଅନନ୍ତକାଳସ୍ଥାୟୀ ହେବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

32 ମାତ୍ର ଲେବୀୟମାନଙ୍କର ନଗରମାନ, ସେମାନଙ୍କ ଅଧିକୃତ ନଗରର ଗୃହସକଳ ମୁକ୍ତ କରିବାର ଅଧିକାର ଲେବୀୟମାନଙ୍କ ପକ୍ଷରେ ଅନନ୍ତକାଳସ୍ଥାୟୀ ହେବ।

Viz kapitola kopírovat

ଓଡିଆ ବାଇବେଲ

32 ମାତ୍ର ଲେବୀୟମାନଙ୍କର ନଗରସକଳ, ସେମାନଙ୍କ ଅଧିକୃତ ନଗରର ଗୃହସକଳ ମୁକ୍ତ କରିବାର ଅଧିକାର ଲେବୀୟମାନଙ୍କ ପକ୍ଷରେ ଅନନ୍ତକାଳସ୍ଥାୟୀ ହେବ।

Viz kapitola kopírovat

ପବିତ୍ର ବାଇବଲ

32 “ମାତ୍ର ଲେବୀୟମାନଙ୍କର ନଗରମାନ, ସେଠାରେ ଥିବା ଗୃହସବୁ ମୁକ୍ତ କରିବାର ଅଧିକାର ସେମାନଙ୍କ ପକ୍ଷରେ ଅନନ୍ତକାଳସ୍ଥାୟୀ ହେବ।

Viz kapitola kopírovat




ଲେବୀୟ ପୁସ୍ତକ 25:32

Následuj nás:

Reklamy


Reklamy