Online Bible

- Reklamy -




ଲେବୀୟ ପୁସ୍ତକ 25:50 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

50 ତହିଁରେ ତାହାର ବିକ୍ରୟ ବର୍ଷଠାରୁ ଯୋବେଲ ବର୍ଷ ପର୍ଯ୍ୟନ୍ତ ସେ କ୍ରୟକର୍ତ୍ତା ସହିତ ଗଣନା କରିବ, ପୁଣି ବିକ୍ରୟ ବର୍ଷର ସଂଖ୍ୟାନୁସାରେ ତାହାର ମୂଲ୍ୟ ହେବ; ବେତନଜୀବୀର ଦିନ ତୁଲ୍ୟ ତାହାର ଦାସତ୍ୱ କାଳ ହେବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

50 ତହିଁରେ ତାହାର ବିକ୍ରୟ-ବର୍ଷଠାରୁ ଯୋବେଲ-ବର୍ଷ ପର୍ଯ୍ୟନ୍ତ ସେ କ୍ରୟକର୍ତ୍ତା ସହିତ ଗଣନା କରିବ, ପୁଣି ବିକ୍ରୟ-ବର୍ଷର ସଂଖ୍ୟାନୁସାରେ ତାହାର ମୂଲ୍ୟ ହେବ; ବର୍ତ୍ତନଜୀବୀର ଦିନ ତୁଲ୍ୟ ତାହାର ଦାସତ୍ଵ-କାଳ ହେବ।

Viz kapitola kopírovat

ଓଡିଆ ବାଇବେଲ

50 ତହିଁରେ ତାହାର ବିକ୍ରୟ ବର୍ଷଠାରୁ ଯୁବ୍‍ଲୀ ବର୍ଷ ପର୍ଯ୍ୟନ୍ତ ସେ କ୍ରୟକର୍ତ୍ତା ସହିତ ଗଣନା କରିବ, ପୁଣି ବିକ୍ରୟ ବର୍ଷର ସଂଖ୍ୟାନୁସାରେ ତାହାର ମୂଲ୍ୟ ହେବ; ବେତନଜୀବୀର ଦିନ ତୁଲ୍ୟ ତାହାର ଦାସତ୍ୱ କାଳ ହେବ।

Viz kapitola kopírovat

ପବିତ୍ର ବାଇବଲ

50 “ତହିଁରେ ତାହାର ବିକ୍ରୟ ବର୍ଷଠାରୁ ମହୋଲ୍ଲାସ-ଉତ୍ସବ ବର୍ଷ ପର୍ଯ୍ୟନ୍ତ ସେ କ୍ରୟକର୍ତ୍ତା ସହିତ ଗଣନା କରିବ, ପୁଣି ବିକ୍ରୟ ବର୍ଷର ସଂଖ୍ୟା ଅନୁସାରେ ତାହାର ମୂଲ୍ୟ ହେବ; ବର୍ତ୍ତନଜୀବୀର ଦିନ ତୁଲ୍ୟ ତାହାର ଦାସତ୍ୱ ହେବ।

Viz kapitola kopírovat




ଲେବୀୟ ପୁସ୍ତକ 25:50

Následuj nás:

Reklamy


Reklamy