Online Bible

- Reklamy -




ଲେବୀୟ ପୁସ୍ତକ 26:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ପୁଣି ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ବନ୍ୟ ପଶୁମାନଙ୍କୁ ପଠାଇବା, ତହିଁରେ ସେମାନେ ତୁମ୍ଭମାନଙ୍କୁ ସନ୍ତାନହୀନ କରିବେ ଓ ତୁମ୍ଭମାନଙ୍କ ପଶୁମାନଙ୍କୁ ବିନଷ୍ଟ କରିବେ, ପୁଣି ତୁମ୍ଭମାନଙ୍କୁ ଅଳ୍ପସଂଖ୍ୟକ କରିବେ; ଆଉ ତୁମ୍ଭମାନଙ୍କ ରାଜପଥସକଳ ଜନମାନବ ଶୂନ୍ୟ ହେବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ପୁଣି ଆମ୍ଭେ ତୁମ୍ଭମାନଙ୍କ ପ୍ରତିକୂଳରେ ବନପଶୁମାନଙ୍କୁ ପଠାଇବା, ତହିଁରେ ସେମାନେ ତୁମ୍ଭମାନଙ୍କୁ ସନ୍ତାନହୀନ କରିବେ ଓ ତୁମ୍ଭମାନଙ୍କ ପଶୁଗଣକୁ ବିନଷ୍ଟ କରିବେ, ପୁଣି ତୁମ୍ଭମାନଙ୍କୁ ଅଳ୍ପସଂଖ୍ୟକ କରିବେ; ଆଉ ତୁମ୍ଭମାନଙ୍କ ରାଜପଥସକଳ ଧ୍ଵଂସିତ ହେବ।

Viz kapitola kopírovat

ଓଡିଆ ବାଇବେଲ

22 ପୁଣି ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ବନ୍ୟ ପଶୁମାନଙ୍କୁ ପଠାଇବା, ତହିଁରେ ସେମାନେ ତୁମ୍ଭମାନଙ୍କୁ ସନ୍ତାନହୀନ କରିବେ ଓ ତୁମ୍ଭମାନଙ୍କ ପଶୁମାନଙ୍କୁ ବିନଷ୍ଟ କରିବେ, ପୁଣି ତୁମ୍ଭମାନଙ୍କୁ ଅଳ୍ପସଂଖ୍ୟକ କରିବେ; ଆଉ ତୁମ୍ଭମାନଙ୍କ ରାଜପଥସକଳ ଜନମାନବ ଶୂନ୍ୟ ହେବ।

Viz kapitola kopírovat

ପବିତ୍ର ବାଇବଲ

22 ତୁମ୍ଭମାନଙ୍କ ପ୍ରତିକୂଳରେ ଆମ୍ଭେ ବନ୍ୟପଶୁମାନଙ୍କୁ ପଠାଇବା, ତହିଁରେ ସେମାନେ ତୁମ୍ଭମାନଙ୍କୁ ସନ୍ତାନ ବିହୀନ କରିବେ ଓ ତୁମ୍ଭମାନଙ୍କର ଗୃହପାଳିତ ପଶୁମାନଙ୍କୁ ବଧ କରିବେ, ସେମାନେ ତୁମ୍ଭମାନଙ୍କୁ ଅଳ୍ପ ସଂଖ୍ୟକ କରିବେ, ଆଉ ତୁମ୍ଭମାନଙ୍କ ରାଜପଥ ସକଳ ଶୂନ୍ୟ ହେବ।

Viz kapitola kopírovat




ଲେବୀୟ ପୁସ୍ତକ 26:22

Následuj nás:

Reklamy


Reklamy