Online Bible

- Reklamy -




ଲେବୀୟ ପୁସ୍ତକ 26:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ଆଉ ଆମ୍ଭ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ସେମାନେ ଓ ସେମାନଙ୍କ ପିତୃଗଣ ଯେଉଁ ସତ୍ୟ-ଲଙ୍ଘନ ଅପରାଧ କଲେ, ଆପଣାମାନଙ୍କର ସେହି ଅପରାଧ;

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

40 ଆଉ ଆମ୍ଭ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ସେମାନେ ଓ ସେମାନଙ୍କ ପିତୃଗଣ ଯେଉଁ ସତ୍ୟ-ଲଙ୍ଘନ ଅପରାଧ କଲେ, ଆପଣାମାନଙ୍କର ସେହି ଅପରାଧ

Viz kapitola kopírovat

ଓଡିଆ ବାଇବେଲ

40 ଆଉ ଆମ୍ଭ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ସେମାନେ ଓ ସେମାନଙ୍କ ପିତୃଗଣ ଯେଉଁ ସତ୍ୟ-ଲଙ୍ଘନ ଅପରାଧ କଲେ, ଆପଣାମାନଙ୍କର ସେହି ଅପରାଧ;

Viz kapitola kopírovat

ପବିତ୍ର ବାଇବଲ

40 “ମାତ୍ର ଲୋକମାନେ ସେମାନଙ୍କର ପାପ ସ୍ୱୀକାର କରି ପାରନ୍ତି ଓ ସେମାନେ ସେମାନଙ୍କ ପୂର୍ବପୁରୁଷମାନଙ୍କର ଅପରାଧ ସ୍ୱୀକାର କରି ପାରନ୍ତି ଓ ସେମାନେ ଆମ୍ଭ ବିରୁଦ୍ଧରେ ପାପ କରିଛନ୍ତି ବୋଲି ସ୍ୱୀକାର କରି ପାରନ୍ତି।

Viz kapitola kopírovat




ଲେବୀୟ ପୁସ୍ତକ 26:40

Následuj nás:

Reklamy


Reklamy