ଲେବୀୟ ପୁସ୍ତକ 26:41 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT41 ଓ ମଧ୍ୟ ସେମାନେ ଆମ୍ଭର ବିରୁଦ୍ଧାଚରଣ କରିବା ହେତୁ ଆମ୍ଭେ ହିଁ ଯେ ସେମାନଙ୍କର ବିରୁଦ୍ଧାଚରଣ କରି ସେମାନଙ୍କୁ ସେମାନଙ୍କ ଶତ୍ରୁଗଣର ଦେଶକୁ ଆଣିଲୁ, ଏହା ସେମାନେ ସ୍ୱୀକାର କରିବେ; ତହିଁରେ ଯଦି ସେମାନଙ୍କ ଅସୁନ୍ନତ ହୃଦୟ ନମ୍ର ହେବ ଓ ସେମାନେ ଆପଣା ଆପଣା ଅପରାଧର ଦଣ୍ଡ ଗ୍ରହଣ କରିବେ; Viz kapitolaପବିତ୍ର ବାଇବଲ (Re-edited) - (BSI)41 ଓ ମଧ୍ୟ ସେମାନେ ଆମ୍ଭର ପ୍ରତିକୂଳାଚରଣ କରିବା ହେତୁରୁ ଆମ୍ଭେ ହିଁ ଯେ ସେମାନଙ୍କର ପ୍ରତିକୂଳାଚରଣ କରି ସେମାନଙ୍କୁ ସେମାନଙ୍କ ଶତ୍ରୁଗଣର ଦେଶକୁ ଆଣିଲୁ, ଏହା ସେମାନେ ସ୍ଵୀକାର କରିବେ; ତହିଁରେ ଯେବେ ସେମାନଙ୍କ ଅସୁନ୍ନତ ହୃଦୟ ନମ୍ର ହେବ ଓ ସେମାନେ ଆପଣା ଆପଣା ଅପରାଧର ଦଣ୍ତ ଗ୍ରହଣ କରିବେ; Viz kapitolaଓଡିଆ ବାଇବେଲ41 ଓ ମଧ୍ୟ ସେମାନେ ଆମ୍ଭର ବିରୁଦ୍ଧାଚରଣ କରିବା ହେତୁ ଆମ୍ଭେ ହିଁ ଯେ ସେମାନଙ୍କର ବିରୁଦ୍ଧାଚରଣ କରି ସେମାନଙ୍କୁ ସେମାନଙ୍କ ଶତ୍ରୁଗଣର ଦେଶକୁ ଆଣିଲୁ, ଏହା ସେମାନେ ସ୍ୱୀକାର କରିବେ; ତହିଁରେ ଯଦି ସେମାନଙ୍କ ଅସୁନ୍ନତ ହୃଦୟ ନମ୍ର ହେବ ଓ ସେମାନେ ଆପଣା ଆପଣା ଅପରାଧର ଦଣ୍ଡ ଗ୍ରହଣ କରିବେ; Viz kapitolaପବିତ୍ର ବାଇବଲ41 ଆଉ ମଧ୍ୟ ସେମାନେ ଆମ୍ଭର ପ୍ରତିକୂଳାଚରଣ କରିବା ହେତୁ ଆମ୍ଭେ ମଧ୍ୟ ସେମାନଙ୍କର ପ୍ରତିକୂଳାଚରଣ କଲୁ। ସେମାନଙ୍କୁ ସେମାନଙ୍କ ଶତ୍ରୁଗଣର ଦେଶରୁ ଆଣିଲୁ, ଏହା ସେମାନେ ସ୍ୱୀକାର କରିବେ। ତହିଁରେ ଯେବେ ସେମାନଙ୍କ ହୃଦୟ ନମ୍ର ହେବ ଓ ସେମାନେ ନିଜ ନିଜ ଅପରାଧର ଦଣ୍ତ ଗ୍ରହଣ କରିବେ। Viz kapitola |