ଲେବୀୟ ପୁସ୍ତକ 27:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଆଉ ସେହି କ୍ଷେତ୍ର ଶୁଚିକାରୀ ଲୋକ ଯଦି କୌଣସିମତେ ତାହା ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତୁମ୍ଭ ନିରୂପିତ ରୂପାର ପଞ୍ଚମାଂଶ ଅଧିକ ଦେବ, ତହିଁରେ ତାହା ତାହାର ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ଆଉ ସେହି କ୍ଷେତ୍ର-ପ୍ରତିଷ୍ଠାକାରୀ ଲୋକ ଯେବେ କୌଣସିମତେ ତାହା ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତୁମ୍ଭ ନିରୂପିତ ରୂପାର ପଞ୍ଚମାଂଶ ଅଧିକ ଦେବ, ତହିଁରେ ତାହା ତାହାର ହେବ। Viz kapitolaଓଡିଆ ବାଇବେଲ19 ଆଉ ସେହି କ୍ଷେତ୍ର ଶୁଚିକାରୀ ଲୋକ ଯଦି କୌଣସିମତେ ତାହା ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତୁମ୍ଭ ନିରୂପିତ ରୂପାର ପଞ୍ଚମାଂଶ ଅଧିକ ଦେବ, ତହିଁରେ ତାହା ତାହାର ହେବ। Viz kapitolaପବିତ୍ର ବାଇବଲ19 ଯଦି ସେହି ବ୍ୟକ୍ତି ତା'ର କ୍ଷେତ୍ର ମୁକ୍ତ କରିବାକୁ ଇଚ୍ଛା କରିବ, ତେବେ ସେ କ୍ଷେତ୍ରମୂଲ୍ୟ ସହିତ ଆଉ ପଞ୍ଚମାଂଶ ଅଧିକ ମୂଲ୍ୟ ଯୋଗ କରିବ। ତହିଁରେ ସେ କ୍ଷେତ୍ର ତାହାର ହେବ। Viz kapitola |