ଲେବୀୟ ପୁସ୍ତକ 4:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ପୁଣି, ସେ ସେହି ଛାଗର ମସ୍ତକରେ ହସ୍ତ ରଖି ହୋମବଳି ବଧ କରିବା ସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ବଧ କରିବ; ତାହା ପାପାର୍ଥକ ବଳିଦାନ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ପୁଣି, ସେ ସେହି ଛାଗ ମସ୍ତକରେ ହସ୍ତନିର୍ଭର ଦେଇ ହୋମବଳି ବଧ କରିବା ସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ବଧ କରିବ; ତାହା ପାପାର୍ଥକ ବଳିଦାନ। Viz kapitolaଓଡିଆ ବାଇବେଲ24 ପୁଣି, ସେ ସେହି ଛାଗର ମସ୍ତକରେ ହସ୍ତ ରଖି ହୋମବଳି ବଧ କରିବା ସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ବଧ କରିବ; ତାହା ପାପାର୍ଥକ ବଳିଦାନ। Viz kapitolaପବିତ୍ର ବାଇବଲ24 ସେହି ଶାସକ ଛାଗ ମସ୍ତକରେ ହାତ ରଖି ହୋମବଳି ବଧ କରିବା ସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ବଧ କରିବ, ତାହା ହେବ ପାପାର୍ଥକ ନୈବେଦ୍ୟ। Viz kapitola |