ଲେବୀୟ ପୁସ୍ତକ 4:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଓ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ଯଦି ତାହାକୁ ଜ୍ଞାତ କରାଯାଏ, ତେବେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ନିମନ୍ତେ ଏକ ନିଖୁନ୍ତ ଛାଗୀ ଉପହାର ଆଣିବ। Viz kapitolaପବିତ୍ର ବାଇବଲ (Re-edited) - (BSI)28 ଓ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ଯେବେ ତାହାକୁ ଜ୍ଞାତ କରାଯାଏ, ତେବେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ନିମନ୍ତେ ଏକ ନିଖୁନ୍ତ ଛାଗୀ ଉପହାର ଆଣିବ। Viz kapitolaଓଡିଆ ବାଇବେଲ28 ଓ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ଯଦି ତାହାକୁ ଜ୍ଞାତ କରାଯାଏ, ତେବେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ନିମନ୍ତେ ଏକ ନିଖୁନ୍ତ ଛାଗୀ ଉପହାର ଆଣିବ। Viz kapitolaପବିତ୍ର ବାଇବଲ28 ଯଦି ସେହି ଲୋକ ତା'ର ପାପ ବିଷୟରେ ଜ୍ଞାତ ହୁଏ, ତେବେ ସେ ତା'ର କୃତ ପାପ ନିମନ୍ତେ ଏକ ନିଖୁଣ ଛାଗୀ ଉତ୍ସର୍ଗ କରିବ। Viz kapitola |