ଲେବୀୟ ପୁସ୍ତକ 6:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଅବା ଯେକୌଣସି ବିଷୟରେ ମିଥ୍ୟା ଶପଥ କରିଅଛି, ସେହି ସବୁ ଦ୍ରବ୍ୟ ଫେରାଇ ଦେବ; ମଧ୍ୟ ସେ ତାହା ସମ୍ପୂର୍ଣ୍ଣ ରୂପେ ଓ ତହିଁ ସଙ୍ଗେ ତହିଁର ପଞ୍ଚମାଂଶ ଅଧିକ ଫେରାଇ ଦେବ; ସେ ଦୋଷୀ ବୋଲି ନିଶ୍ଚିତ ହେବା ଦିନରେ ସେହି ଦ୍ରବ୍ୟର ମାଲିକକୁ ତାହା ଦେବ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଅବା ଯେକୌଣସି ବିଷୟରେ ମିଥ୍ୟା-ଶପଥ କରିଅଛି, ସେହି ସବୁ ଦ୍ରବ୍ୟ ଫେରାଇ ଦେବ; ମଧ୍ୟ ସେ ତାହା ସମ୍ପୂର୍ଣ୍ଣ ରୂପେ ଓ ତହିଁ ସଙ୍ଗେ ତହିଁର ପଞ୍ଚମାଂଶ ଅଧିକ ଫେରାଇ ଦେବ; ସେ ଦୋଷୀ ବୋଲି ନିଶ୍ଚିତ ହେବା ଦିନରେ ଦ୍ରବ୍ୟ-ସ୍ଵାମୀକି ତାହା ଦେବ। Viz kapitolaଓଡିଆ ବାଇବେଲ5 ଅବା ଯେକୌଣସି ବିଷୟରେ ମିଥ୍ୟା ଶପଥ କରିଅଛି, ସେହି ସବୁ ଦ୍ରବ୍ୟ ଫେରାଇ ଦେବ; ମଧ୍ୟ ସେ ତାହା ସମ୍ପୂର୍ଣ୍ଣ ରୂପେ ଓ ତହିଁ ସଙ୍ଗେ ତହିଁର ପଞ୍ଚମାଂଶ ଅଧିକ ଫେରାଇ ଦେବ; ସେ ଦୋଷୀ ବୋଲି ନିଶ୍ଚିତ ହେବା ଦିନରେ ସେହି ଦ୍ରବ୍ୟର ମାଲିକକୁ ତାହା ଦେବ। Viz kapitolaପବିତ୍ର ବାଇବଲ5 ସେ ଯେଉଁଥିପାଇଁ ଗୋଟିଏ ମିଥ୍ୟା ଶପଥ କରିଥିଲା, ତାହାର ଏକ ପଞ୍ଚମାଂଶ ଅର୍ଥଦଣ୍ଡ ସହିତ ସମ୍ପୂର୍ଣ୍ଣ ଫେରାଇ ଦେବା ଉଚିତ୍। ଏସବୁ ସେ କରିବ ଯେଉଁ ଦିନ ସେ ଦୋଷୀ ବୋଲି ସାବ୍ୟସ୍ତ ହେବ ଓ ସେହି ଦିନ ସେ ଗ୍ରହିତାକୁ ଦ୍ରବ୍ୟ ଦେବ। Viz kapitola |