ଲେବୀୟ ପୁସ୍ତକ 7:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଯଦି ତୃତୀୟ ଦିନରେ ତାହାର ସେହି ମଙ୍ଗଳାର୍ଥକ ଉପହାର ବଳିରୁ କିଛିମାତ୍ର ଭୋଜନ କରାଯାଏ, ତେବେ ତାହା ଗ୍ରାହ୍ୟ ହେବ ନାହିଁ, କିଅବା ତହିଁର ଉତ୍ସର୍ଗକାରୀ ପକ୍ଷରେ ତାହା ଗଣାଯିବ ନାହିଁ; ତାହା ଘୃଣାଯୋଗ୍ୟ ହେବ, ପୁଣି ଯେଉଁ ପ୍ରାଣୀ ତାହା ଭୋଜନ କରେ, ସେ ଆପଣା ଅପରାଧ ବୋହିବ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ଯେବେ ତୃତୀୟ ଦିନରେ ତାହାର ସେହି ମଙ୍ଗଳାର୍ଥକ ଉପହାର ବଳିରୁ କିଛିମାତ୍ର ଭୋଜନ କରାଯାଏ, ତେବେ ତାହା ଗ୍ରାହ୍ୟ ହେବ ନାହିଁ, କିଅବା ତହିଁର ଉତ୍ସର୍ଗକାରୀ ପକ୍ଷରେ ତାହା ଗଣାଯିବ ନାହିଁ; ତାହା ଘୃଣାଯୋଗ୍ୟ ହେବ, ପୁଣି ଯେଉଁ ପ୍ରାଣୀ ତାହା ଭୋଜନ କରଇ, ସେ ଆପଣା ଅପରାଧ ବହିବ। Viz kapitolaଓଡିଆ ବାଇବେଲ18 ଯଦି ତୃତୀୟ ଦିନରେ ତାହାର ସେହି ମଙ୍ଗଳାର୍ଥକ ଉପହାର ବଳିରୁ କିଛିମାତ୍ର ଭୋଜନ କରାଯାଏ, ତେବେ ତାହା ଗ୍ରାହ୍ୟ ହେବ ନାହିଁ, କିଅବା ତହିଁର ଉତ୍ସର୍ଗକାରୀ ପକ୍ଷରେ ତାହା ଗଣାଯିବ ନାହିଁ; ତାହା ଘୃଣାଯୋଗ୍ୟ ହେବ, ପୁଣି ଯେଉଁ ପ୍ରାଣୀ ତାହା ଭୋଜନ କରେ, ସେ ଆପଣା ଅପରାଧ ବୋହିବ। Viz kapitolaପବିତ୍ର ବାଇବଲ18 ଯଦି ତୃତୀୟ ଦିନରେ ସେହି ମଙ୍ଗଳାର୍ଥକ ବଳିରୁ କିଛି ମାତ୍ର ଭୋଜନ କରାଯାଏ, ତେବେ ତାହା ଗ୍ରାହ୍ୟ ହେବ ନାହିଁ କିମ୍ବା ତାହା ବଳିଦାନକାରୀ ପକ୍ଷରେ ଗଣାଯିବ ନାହିଁ। ତାହା ଘୃଣାଯୋଗ୍ୟ ହେବ, ଆଉ ଯେଉଁ ବ୍ୟକ୍ତି ତାହା ଭୋଜନ କରିବ ସେ ନିଜର ଅପରାଧ ବହନ କରିବ। Viz kapitola |