ଲେବୀୟ ପୁସ୍ତକ 7:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ‘ତୁମ୍ଭେମାନେ ଗୋରୁର, କି ମେଷର କି ଛେଳିର ମେଦ ଭୋଜନ କରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ତୁମ୍ଭେମାନେ ଗୋରୁର କି ମେଷର କି ଛେଳିର ମେଦ ଭୋଜନ କରିବ ନାହିଁ। Viz kapitolaଓଡିଆ ବାଇବେଲ23 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ତୁମ୍ଭେମାନେ ଗୋରୁର, କି ମେଷର କି ଛେଳିର ମେଦ ଭୋଜନ କରିବ ନାହିଁ। Viz kapitolaପବିତ୍ର ବାଇବଲ23 “ଇସ୍ରାଏଲର ଲୋକମାନଙ୍କୁ କୁହ, ଗାଈ କି ମେଷ କି ଛାଗର ମେଦ ଭୋଜନ ନ କରିବା ପାଇଁ। Viz kapitola |