ଲେବୀୟ ପୁସ୍ତକ 8:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏଥିଉତ୍ତାରେ ମୋଶା ହାରୋଣଙ୍କର ପୁତ୍ରଗଣଙ୍କୁ ଆଣି ସେମାନଙ୍କୁ ପୋଷାକ ପିନ୍ଧାଇଲେ ଓ କଟିବନ୍ଧନୀରେ ସେମାନଙ୍କର କଟି ବାନ୍ଧିଲେ ଓ ସେମାନଙ୍କୁ ଶିରୋଭୂଷଣରେ ଭୂଷିତ କଲେ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଅନନ୍ତର ମୋଶା ହାରୋଣଙ୍କର ପୁତ୍ରଗଣଙ୍କୁ ଆଣି ସେମାନଙ୍କୁ ଜାମା ପିନ୍ଧାଇଲେ ଓ କଟିବନ୍ଧନୀରେ ସେମାନଙ୍କର କଟି ବାନ୍ଧିଲେ ଓ ସେମାନଙ୍କୁ ଶିରୋଭୂଷଣରେ ଭୂଷିତ କଲେ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ। Viz kapitolaଓଡିଆ ବାଇବେଲ13 ଏଥିଉତ୍ତାରେ ମୋଶା ହାରୋଣଙ୍କର ପୁତ୍ରଗଣଙ୍କୁ ଆଣି ସେମାନଙ୍କୁ ପୋଷାକ ପିନ୍ଧାଇଲେ ଓ କଟିବନ୍ଧନୀରେ ସେମାନଙ୍କର କଟି ବାନ୍ଧିଲେ ଓ ସେମାନଙ୍କୁ ଶିରୋଭୂଷଣରେ ଭୂଷିତ କଲେ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ। Viz kapitolaପବିତ୍ର ବାଇବଲ13 ତା'ପରେ ମୋଶା ହାରୋଣଙ୍କ ପୁତ୍ରଗଣଙ୍କୁ ଆଣି ସେମାନଙ୍କୁ ଜାମା ପିନ୍ଧାଇଲେ, କଟିରେ ସେମାନଙ୍କର କଟିବନ୍ଧନୀ ବାନ୍ଧିଲେ ଓ ସେମାନଙ୍କୁ ଶିରୋଭୂଷଣରେ ଭୂଷିତ କଲେ। ମୋଶା ଏହା ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ କଲେ। Viz kapitola |