Online Bible

- Reklamy -




ଲେବୀୟ ପୁସ୍ତକ 8:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ଏଥିଉତ୍ତାରେ ମୋଶା ଅଭିଷେକାର୍ଥକ ତୈଳରୁ ଓ ବେଦି ଉପରିସ୍ଥ ରକ୍ତରୁ କିଛି ନେଇ ହାରୋଣଙ୍କ ଉପରେ ଓ ତାଙ୍କର ବସ୍ତ୍ର ଉପରେ, ପୁଣି ତାଙ୍କ ସଙ୍ଗେ ତାଙ୍କର ପୁତ୍ରଗଣଙ୍କ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ତାହା ସେଚନ କଲେ; ଆଉ ହାରୋଣଙ୍କୁ ଓ ତାଙ୍କର ବସ୍ତ୍ରସକଳକୁ ଓ ତାଙ୍କର ପୁତ୍ରଗଣଙ୍କୁ ଓ ସେମାନଙ୍କ ବସ୍ତ୍ରସକଳକୁ ପବିତ୍ର କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

30 ଅନନ୍ତର ମୋଶା ଅଭିଷେକାର୍ଥକ ତୈଳରୁ ଓ ବେଦି ଉପରିସ୍ଥ ରକ୍ତରୁ କିଛି ନେଇ ହାରୋଣଙ୍କ ଉପରେ ଓ ତାଙ୍କର ବସ୍ତ୍ର ଉପରେ, ପୁଣି ତାଙ୍କ ସଙ୍ଗେ ତାଙ୍କର ପୁତ୍ରଗଣଙ୍କ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ତାହା ସେଚନ କଲେନ୍ତଆଉ ହାରୋଣଙ୍କୁ ଓ ତାଙ୍କର ବସ୍ତ୍ରସକଳକୁ ଓ ତାଙ୍କର ପୁତ୍ରଗଣଙ୍କୁ ଓ ସେମାନଙ୍କ ବସ୍ତ୍ର ସକଳକୁ ପବିତ୍ର କଲେ।

Viz kapitola kopírovat

ଓଡିଆ ବାଇବେଲ

30 ଏଥିଉତ୍ତାରେ ମୋଶା ଅଭିଷେକାର୍ଥକ ତୈଳରୁ ଓ ବେଦି ଉପରିସ୍ଥ ରକ୍ତରୁ କିଛି ନେଇ ହାରୋଣଙ୍କ ଉପରେ ଓ ତାଙ୍କର ବସ୍ତ୍ର ଉପରେ, ପୁଣି ତାଙ୍କ ସଙ୍ଗେ ତାଙ୍କର ପୁତ୍ରଗଣଙ୍କ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ତାହା ସେଚନ କଲେ; ଆଉ ହାରୋଣଙ୍କୁ ଓ ତାଙ୍କର ବସ୍ତ୍ରସକଳକୁ ଓ ତାଙ୍କର ପୁତ୍ରଗଣଙ୍କୁ ଓ ସେମାନଙ୍କ ବସ୍ତ୍ର ସକଳକୁ ପବିତ୍ର କଲେ।

Viz kapitola kopírovat

ପବିତ୍ର ବାଇବଲ

30 ଅନନ୍ତର ମୋଶା ଅଭିଷେକାର୍ଥକ ତୈଳରୁ ଓ ଯଜ୍ଞବେଦି ଉପରିସ୍ଥ ରକ୍ତରୁ କିଛି ନେଇ ହାରୋଣଙ୍କ ଉପରେ ଓ ତାଙ୍କର ବସ୍ତ୍ର ଉପରେ। ପୁଣି ତାଙ୍କ ସହିତ ତାଙ୍କର ପୁତ୍ରଗଣଙ୍କ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ତାହା ସିଞ୍ଚନ କଲେ। ଆଉ ହାରୋଣଙ୍କୁ ଓ ତାଙ୍କର ସମସ୍ତ ବସ୍ତ୍ରକୁ ପବିତ୍ର କଲେ।

Viz kapitola kopírovat




ଲେବୀୟ ପୁସ୍ତକ 8:30

Následuj nás:

Reklamy


Reklamy