ଲେବୀୟ ପୁସ୍ତକ 8:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି ହାରୋଣଙ୍କୁ ପୋଷାକ ପିନ୍ଧାଇଲେ ଓ କଟିବନ୍ଧନୀରେ ତାଙ୍କର କଟି ବାନ୍ଧିଲେ ଓ ତାଙ୍କୁ ଚୋଗା ପିନ୍ଧାଇଲେ ଓ ତହିଁ ଉପରେ ଏଫୋଦ ଦେଲେ, ପୁଣି ଏଫୋଦର ଚିତ୍ରିତ ପଟୁକା ବାନ୍ଧି ତହିଁ ସଙ୍ଗେ ଏଫୋଦକୁ ବାନ୍ଧିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ପୁଣି ହାରୋଣଙ୍କ ଉପରେ ଜାମା ଦେଲେ ଓ କଟିବନ୍ଧନୀରେ ତାଙ୍କର କଟି ବାନ୍ଧିଲେ ଓ ତାଙ୍କୁ ଚୋଗା ପିନ୍ଧାଇଲେ ଓ ତହିଁ ଉପରେ ଏଫୋଦ ଦେଲେ, ପୁଣି ଏଫୋଦର ଚିତ୍ରିତ ପଟୁକା ବାନ୍ଧି ତହିଁ ସଙ୍ଗେ ଏଫୋଦକୁ ବଦ୍ଧ କଲେ। Viz kapitolaଓଡିଆ ବାଇବେଲ7 ପୁଣି ହାରୋଣଙ୍କୁ ପୋଷାକ ପିନ୍ଧାଇଲେ ଓ କଟିବନ୍ଧନୀରେ ତାଙ୍କର କଟି ବାନ୍ଧିଲେ ଓ ତାଙ୍କୁ ଚୋଗା ପିନ୍ଧାଇଲେ ଓ ତହିଁ ଉପରେ ଏଫୋଦ ଦେଲେ, ପୁଣି ଏଫୋଦର ଚିତ୍ରିତ ପଟୁକା ବାନ୍ଧି ତହିଁ ସଙ୍ଗେ ଏଫୋଦକୁ ବାନ୍ଧିଲେ। Viz kapitolaପବିତ୍ର ବାଇବଲ7 ସେ ହାରୋଣଙ୍କୁ ଜାମା ପିନ୍ଧାଇଲେ, କଟିରେ ତାଙ୍କର ବେଲ୍ଟ ବାନ୍ଧିଲେ, ତାଙ୍କୁ ଗ୍ଭେଗା ପିନ୍ଧାଇଲେ, ତାଙ୍କୁ ଏଫୋଦ ପିନ୍ଧାଇଲେ, ତା'ପରେ ଏଫୋଦକୁ ସିନ୍ଦୁର ବେଲ୍ଟରେ ବାନ୍ଧିଲେ। Viz kapitola |