ଲୂକ ଲିଖିତ ସୁସମାଚାର 1:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଦୂତ ତାହାଙ୍କୁ ଉତ୍ତର ଦେଲେ, ମୁଁ ଗାବ୍ରିଏଲ, ମୁଁ ଈଶ୍ବରଙ୍କ ଉପସ୍ଥିତିରେ ଠିଆ ହୁଏ, ଆଉ ତୁମ୍ଭକୁ କହିବାକୁ ଓ ଏହି ସୁସମାଚାର ଜଣାଇବାକୁ ମୁଁ ପଠାଯାଇଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)19 ଦୂତ ତାଙ୍କୁ ଉତ୍ତର ଦେଲେ, ମୁଁ ଗାବ୍ରିଏଲ, ମୁଁ ଈଶ୍ଵରଙ୍କ ସାକ୍ଷାତରେ ଉଭା ହୋଇଥାଏ, ଆଉ ତୁମ୍ଭକୁ କହିବାକୁ ଓ ଏହି ସୁସମାଚାର ଜଣାଇବାକୁ ମୁଁ ପ୍ରେରିତ ହୋଇଅଛି। Viz kapitolaଓଡିଆ ବାଇବେଲ19 ଦୂତ ତାହାଙ୍କୁ ଉତ୍ତର ଦେଲେ, ମୁଁ ଗାବ୍ରିଏଲ, ମୁଁ ଈଶ୍ୱରଙ୍କ ଉପସ୍ଥିତିରେ ଠିଆ ହୁଏ, ଆଉ ତୁମ୍ଭକୁ କହିବାକୁ ଓ ଏହି ସୁସମାଚାର ଜଣାଇବାକୁ ମୁଁ ପଠାଯାଇଅଛି । Viz kapitolaପବିତ୍ର ବାଇବଲ (CL) NT (BSI)19 ସ୍ୱର୍ଗଦୂତ ଉତ୍ତର ଦେଲେ, “ମୁଁ ଗାବ୍ରିଏଲ୍। ଯେଉଁ ଈଶ୍ୱର ତୁମକୁ ଏହି ଶୁଭବାର୍ତ୍ତା ଜଣାଇବା ପାଇଁ ମୋତେ ପଠାଇଛନ୍ତି, ମୁଁ ତାଙ୍କ ଛାମୁରେ ଠିଆ ହୋଇଥାଏ। Viz kapitolaପବିତ୍ର ବାଇବଲ19 ସ୍ୱର୍ଗଦୂତ ଉତ୍ତର ଦେଲେ, “ମୁଁ ଗାବ୍ରିଏଲ। ମୁଁ ପରମେଶ୍ୱରଙ୍କ ସାମନାରେ ଠିଆ ହୋଇଥାଏ। ତୁମ୍ଭ ସହିତ କଥାବାର୍ତ୍ତା କରିବାକୁ ଓ ଏ ସୁସମାଗ୍ଭର ଦେବାକୁ ପରମେଶ୍ୱର ମୋତେ ପଠାଇଛନ୍ତି। Viz kapitola |