ଲୂକ ଲିଖିତ ସୁସମାଚାର 1:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଯିହୂଦିୟା ପ୍ରଦେଶର ରାଜା ହେରୋଦଙ୍କ ସମୟରେ ଅବିୟଙ୍କ ଦଳର ଜିଖରୀୟ ନାମରେ ଜଣେ ଯାଜକ ଥିଲେ; ତାହାଙ୍କ ଭାର୍ଯ୍ୟା ହାରୋଣ ବଂଶର କନ୍ୟା, ତାହାଙ୍କର ନାମ ଏଲୀଶାବେଥ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଯିହୁଦା ଦେଶର ରାଜା ହେରୋଦଙ୍କ ସମୟରେ ଅବିୟଙ୍କ ଦଳର ଜିଖରୀୟ ନାମକ ଜଣେ ଯାଜକ ଥିଲେ; ତାଙ୍କ ଭାର୍ଯ୍ୟା ହାରୋଣ ବଂଶର କନ୍ୟା, ତାଙ୍କର ନାମ ଏଲୀଶାବେଥ। Viz kapitolaଓଡିଆ ବାଇବେଲ5 ଯିହୂଦା ଦେଶର ରାଜା ହେରୋଦଙ୍କ ସମୟରେ ଅବିୟଙ୍କ ଦଳର ଜିଖରୀୟ ନାମରେ ଜଣେ ଯାଜକ ଥିଲେ; ତାହାଙ୍କ ଭାର୍ଯ୍ୟା ହାରୋଣ ବଂଶର କନ୍ୟା, ତାହାଙ୍କର ନାମ ଏଲୀଶାବେଥ । Viz kapitolaପବିତ୍ର ବାଇବଲ (CL) NT (BSI)5 “ଯିହୁଦାର ରାଜା ହେରୋଦଙ୍କ ସମୟରେ ଅବୀୟ ଦଳର ଜିଖରିୟ ନାମକ ଜଣେ ଯାଜକ ଥିଲେ। ତାଙ୍କର ପତ୍ନୀ ଏଲିଶାବେଥ୍ ହାରୋଣ ଯାଜକଙ୍କ ବଂଶଜ ଥିଲେ। Viz kapitolaପବିତ୍ର ବାଇବଲ5 ହେରୋଦ ଯିହୂଦାର ରାଜା ଥିବା ସମୟରେ ଜିଖରିୟ ନାମକ ଜଣେ ଯାଜକ ଥିଲେ। ସେ ‘ଅବିୟଙ୍କ’ ଦଳର ଲୋକ ଥିଲେ। ତାହାଙ୍କ ପତ୍ନୀଙ୍କ ନାମ ଥିଲା ଏଲୀଶାବେଥ। ଏଲୀଶାବେଥ ହାରୋଣ ବଂଶର ଝିଅ ଥିଲେ। Viz kapitola |