ଲୂକ ଲିଖିତ ସୁସମାଚାର 1:63 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT63 ତହିଁରେ ସେ ଖଣ୍ଡେ ଲିଖନ ପଟା ମାଗି ଏହା ଲେଖିଲେ, ତାହାର ନାମ ଯୋହନ। ଏଥିରେ ସମସ୍ତେ ଚକିତ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)63 ତହିଁରେ ସେ ଗୋଟିଏ ଲିପିଫଳକ ମାଗି ଏହା ଲେଖିଲେ, ତାହାର ନାମ ଯୋହନ। ଏଥିରେ ସମସ୍ତେ ଚମତ୍କୃତ ହେଲେ। Viz kapitolaଓଡିଆ ବାଇବେଲ63 ତହିଁରେ ସେ ଖଣ୍ଡେ ଲିଖନ ପଟା ମାଗି ଏହା ଲେଖିଲେ, ତାହାର ନାମ ଯୋହନ । ଏଥିରେ ସମସ୍ତେ ଚକିତ ହେଲେ । Viz kapitolaପବିତ୍ର ବାଇବଲ (CL) NT (BSI)63 ଜିଖରିୟ ଗୋଟିଏ ଲିପି ଫଳକ ମଗାଇ ଲେଖିଲେ, “ତାହାର ନାମ ଯୋହନ।” ସେମାନେ ସମସ୍ତେ ଅତ୍ୟନ୍ତ ଆଶ୍ଚର୍ଯ୍ୟ ହେଲେ। Viz kapitolaପବିତ୍ର ବାଇବଲ63 ଏହା ଶୁଣି ଜିଖରିୟ ଲେଖିବା ପାଇଁ ସେମାନଙ୍କୁ ଏକ ଲେଖାଫଳକ ମାଗି ସେଥିରେ ଲେଖିଲେ, ତା'ର ନାମ “ଯୋହନ”। Viz kapitola |