ଲୂକ ଲିଖିତ ସୁସମାଚାର 10:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ମୁଁ ତୁମ୍ଭମାନଙ୍କୁ କହୁଅଛି, ବିଚାର ଦିନରେ ସେହି ନଗରର ଦଣ୍ଡ ଅପେକ୍ଷା ସଦୋମର ଦଣ୍ଡକୁ ସହି ହେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)12 ମୁଁ ତୁମ୍ଭମାନଙ୍କୁ କହୁଅଛି, ସେଦିନରେ ସେହି ନଗରର ଦଶା ଅପେକ୍ଷା ସଦୋମର ଦଶା ସହନୀୟ ହେବ। Viz kapitolaଓଡିଆ ବାଇବେଲ12 ମୁଁ ତୁମ୍ଭମାନଙ୍କୁ କହୁଅଛି, ବିଚାର ଦିନରେ ସେହି ନଗରର ଦଣ୍ଡ ଅପେକ୍ଷା ସଦୋମର ଦଣ୍ଡକୁ ସହି ହେବ । Viz kapitolaପବିତ୍ର ବାଇବଲ (CL) NT (BSI)12 ମୁଁ ତୁମ୍ଭମାନଙ୍କୁ ନିଶ୍ଚିତ ଭାବରେ କହୁଛି ଯେ, ବିଚାର ଦିନରେ ଈଶ୍ୱର ସେହି ସହର ଅପେକ୍ଷା ସଦୋମ ପ୍ରତି ଅଧିକ ଦୟା ଦେଖାଇବେ। Viz kapitolaପବିତ୍ର ବାଇବଲ12 ମୁଁ ତୁମ୍ଭମାନଙ୍କୁ କହୁଛି ଯେ ବିଗ୍ଭର ହେବା ଦିନ ସେହି ନଗରର ଲୋକମାନଙ୍କର ଦଶା ସଦୋମର ଲୋକମାନଙ୍କ ଦଶା ଅପେକ୍ଷା ଅଧିକ ଖରାପ ହେବ। Viz kapitola |