ଲୂକ ଲିଖିତ ସୁସମାଚାର 10:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏଥିଉତ୍ତାରେ ସେହି ସତୁରି ଜଣ ଫେରିଆସି ଆନନ୍ଦରେ କହିଲେ, ପ୍ରଭୁ, ଭୂତମାନେ ସୁଦ୍ଧା ଆପଣଙ୍କ ନାମରେ ଆମ୍ଭମାନଙ୍କ ବଶୀଭୂତ ଅଟନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଏଥିଉତ୍ତାରେ ସେହି ସତୁରି ଜଣ ବାହୁଡ଼ିଆସି ଆନନ୍ଦରେ କହିଲେ, ପ୍ରଭୋ, ଭୂତମାନେ ସୁଦ୍ଧା ଆପଣଙ୍କ ନାମରେ ଆମ୍ଭମାନଙ୍କ ବଶୀଭୂତ ଅଟନ୍ତି। Viz kapitolaଓଡିଆ ବାଇବେଲ17 ଏଥିଉତ୍ତାରେ ସେହି ସତୁରି ଜଣ ଫେରିଆସି ଆନନ୍ଦରେ କହିଲେ, ପ୍ରଭୁ, ଭୂତମାନେ ସୁଦ୍ଧା ଆପଣଙ୍କ ନାମରେ ଆମ୍ଭମାନଙ୍କ ବଶୀଭୂତ ଅଟନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)17 ବାସ୍ତରି ଜଣ ମହାଆନନ୍ଦରେ ଫେରି ଆସିଲେ। ସେମାନେ କହିଲେ, “ପ୍ରଭୁ ଆପଣଙ୍କ ନାମରେ ଆଦେଶ ଦେବାରୁ ଭୂତମାନେ ମଧ୍ୟ ଆମ କଥା ମାନିଲେ।” Viz kapitolaପବିତ୍ର ବାଇବଲ17 ଯେତେବେଳେ ବାସ୍ତରି ଜଣ ସେମାନଙ୍କ ଭ୍ରମଣରୁ ଫେରି ଆସିଲେ, ସେମାନେ ବହୁତ ଖୁସୀ ଥିଲେ। ସେମାନେ କହିଲେ, “ପ୍ରଭୁ, ଆମ୍ଭେମାନେ ଯେତେବେଳେ ଆପଣଙ୍କ ନାମ ନେଇ ଆଜ୍ଞା ଦେଲୁ, ସେତେବେଳେ ଏପରିକି ଭୂତମାନେ ମଧ୍ୟ ଆମ୍ଭମାନଙ୍କ କଥା ମାନିଲେ।” Viz kapitola |