ଲୂକ ଲିଖିତ ସୁସମାଚାର 10:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ସେଥିରେ ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭେ ଠିକ୍ ଉତ୍ତର ଦେଲ; ଏହା କର, ତାହାହେଲେ ତୁମ୍ଭେ ଜୀବନ ପାଇବ।” Viz kapitolaପବିତ୍ର ବାଇବଲ (Re-edited) - (BSI)28 ସେଥିରେ ସେ ତାହାଙ୍କୁ କହିଲେ, ତୁମ୍ଭେ ଯଥାର୍ଥ ଉତ୍ତର ଦେଲ; ଏହା କର, ତାହାହେଲେ ତୁମ୍ଭେ ଜୀବନ ପାଇବ। Viz kapitolaଓଡିଆ ବାଇବେଲ28 ସେଥିରେ ଯୀଶୁ ତାହାଙ୍କୁ କହିଲେ, ତୁମ୍ଭେ ଠିକ୍ ଉତ୍ତର ଦେଲ; ଏହା କର, ତାହାହେଲେ ତୁମ୍ଭେ ଜୀବନ ପାଇବ । Viz kapitolaପବିତ୍ର ବାଇବଲ (CL) NT (BSI)28 ଯୀଶୁ କହିଲେ, “ତୁମେ ଠିକ୍ କହିଛ, ଏହା କର, ତା’ହେଲେ ତୁମେ ଜୀବନ ପାଇବ।” Viz kapitolaପବିତ୍ର ବାଇବଲ28 ତା'ପରେ ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭେ ଠିକ୍ ଉତ୍ତର ଦେଇଛ। ଏହା ହିଁ କର। ଏହା ଫଳରେ ତୁମ୍ଭେ ଅନନ୍ତ ଜୀବନ ଲାଭ କରିବ।” Viz kapitola |