ଲୂକ ଲିଖିତ ସୁସମାଚାର 10:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 କିନ୍ତୁ ଜଣେ ଶମିରୋଣୀୟ ପଥିକ ତାହା ନିକଟକୁ ଆସି ତାହାକୁ ଦେଖି ଦୟାରେ ବିଗଳିତ ହେଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)33 କିନ୍ତୁ ଜଣେ ଶମିରୋଣୀୟ ପଥିକ ତାହା ନିକଟକୁ ଆସି ତାହାକୁ ଦେଖି ଦୟାରେ ବିଗଳିତ ହେଲେ, Viz kapitolaଓଡିଆ ବାଇବେଲ33 କିନ୍ତୁ ଜଣେ ଶମିରୋଣୀୟ ପଥିକ ତାହା ନିକଟକୁ ଆସି ତାହାକୁ ଦେଖି ଦୟାରେ ବିଗଳିତ ହେଲେ, Viz kapitolaପବିତ୍ର ବାଇବଲ (CL) NT (BSI)33 କିନ୍ତୁ ସେହି ବାଟ ଦେଇ ଯାଉଥିବା ଜଣେ ଶମିରୋଣୀୟ ତା’ ପାଖକୁ ଆସିଲେ ଓ ତା’ର ଅବସ୍ଥା ଦେଖି ତାଙ୍କ ମନରେ ଦୟା ଜାତ ହେଲା। Viz kapitolaପବିତ୍ର ବାଇବଲ33 “ତା'ପରେ ଶମିରୋଣୀୟ ଦେଶର ଜଣେ ଲୋକ ସେହି ବାଟେ ଆସିଲେ। ଆହତ ଲୋକଟି ଯେଉଁଠାରେ ପଡ଼ିଥିଲା, ସେ ସେହି ସ୍ଥାନକୁ ଆସିଲେ। ସେ ସେହି ଲୋକଟିକୁ ଦେଖି ବହୁତ ମନ ଦୁଃଖ କଲେ। Viz kapitola |