ଲୂକ ଲିଖିତ ସୁସମାଚାର 10:38 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ସେମାନେ ଯାତ୍ରା କରୁଥିବା ସମୟରେ ସେ ଗୋଟିଏ ଗ୍ରାମରେ ପ୍ରବେଶ କଲେ ଏବଂ ମାର୍ଥା ନାମରେ ଜଣେ ସ୍ତ୍ରୀଲୋକ ଯୀଶୁଙ୍କୁ ନିଜ ଘରକୁ ଡାକିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)38 ସେମାନେ ଯାତ୍ରା କରୁଥିବା ସମୟରେ ସେ ଗୋଟିଏ ଗ୍ରାମରେ ପ୍ରବେଶ କଲେ ଏବଂ ମାର୍ଥା ନାମ୍ନୀ ଜଣେ ସ୍ତ୍ରୀଲୋକ ଆପଣା ଗୃହରେ ତାହାଙ୍କର ଆତିଥ୍ୟ କଲେ। Viz kapitolaଓଡିଆ ବାଇବେଲ38 ସେମାନେ ଯାତ୍ରା କରୁଥିବା ସମୟରେ ସେ ଗୋଟିଏ ଗ୍ରାମରେ ପ୍ରବେଶ କଲେ ଏବଂ ମାର୍ଥା ନାମରେ ଜଣେ ସ୍ତ୍ରୀଲୋକ ଯୀଶୁଙ୍କୁ ନିଜ ଘରକୁ ଡାକିଲେ । Viz kapitolaପବିତ୍ର ବାଇବଲ (CL) NT (BSI)38 ଯୀଶୁ ତାଙ୍କର ଶିଷ୍ୟମାନଙ୍କ ସହିତ ବାଟରେ ଯିବାବେଳେ ଗୋଟିଏ ଗାଁକୁ ଗଲେ। ସେଠାରେ ମାର୍ଥା ନାମରେ ଜଣେ ମହିଳା ତାଙ୍କୁ ନିଜ ଗୃହକୁ ପାଛୋଟି ନେଲେ। Viz kapitolaପବିତ୍ର ବାଇବଲ38 ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଯାତ୍ରା କରୁଥିବା ଅବସରରେ ଗୋଟିଏ ଗାଁକୁ ଯୀଶୁ ଗଲେ। ମାର୍ଥା ନାମକ ଜଣେ ସ୍ତ୍ରୀଲୋକ ଯୀଶୁଙ୍କୁ ନିଜ ଘରକୁ ସ୍ୱାଗତ କଲା। Viz kapitola |