ଲୂକ ଲିଖିତ ସୁସମାଚାର 10:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି, ସେମାନଙ୍କ ପାଖରେ ଯାହା ଥାଏ, ତାହା ଭୋଜନପାନ କରି ସେହି ଗୃହରେ ରୁହ, କାରଣ କାର୍ଯ୍ୟକାରୀ ଆପଣା ବେତନର ଯୋଗ୍ୟ। ଘରକୁ ଘର ଯାଅ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ପୁଣି, ସେମାନଙ୍କ ପାଖରେ ଯାହା ଥାଏ, ତାହା ଭୋଜନପାନ କରି ସେହି ଗୃହରେ ରୁହ, କାରଣ କାର୍ଯ୍ୟକାରୀ ଆପଣା ବେତନର ଯୋଗ୍ୟ। ଘରକୁ ଘର ଯାଅ ନାହିଁ। Viz kapitolaଓଡିଆ ବାଇବେଲ7 ପୁଣି, ସେମାନଙ୍କ ପାଖରେ ଯାହା ଥାଏ, ତାହା ଭୋଜନପାନ କରି ସେହି ଗୃହରେ ରୁହ, କାରଣ କାର୍ଯ୍ୟକାରୀ ଆପଣା ବେତନର ଯୋଗ୍ୟ । ଘରକୁ ଘର ଯାଅ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)7 ସେମାନେ ଭୋଜନ ପାନ ନିମନ୍ତେ ଯାହା ଦିଅନ୍ତି, ତାହା ଗ୍ରହଣ କରି ସେହି ଗୃହରେ ବାସ କର, କାରଣ ଶ୍ରମିକ ମଜୁରୀ ପାଇବାର ଯୋଗ୍ୟ। ଗୋଟିଏ ଗୃହରୁ ଆଉ ଗୋଟିଏ ଗୃହକୁ ଘୂରିବୁଲ ନାହିଁ। Viz kapitolaପବିତ୍ର ବାଇବଲ7 ତୁମ୍ଭେମାନେ ଶାନ୍ତି ଥିବା ଘରେ ରୁହ। ସେ ଲୋକମାନେ ତୁମ୍ଭମାନଙ୍କୁ ଯାହାଦେବେ ତାହା ଖାଅ ଓ ପିଅ। କାରଣ କାମ କରିବା ଲୋକର ତା’ ବେତନ ଉପରେ ଅଧିକାର ଅଛି। ଅନ୍ୟ ଘରେ ରହିବା ପାଇଁ ସେହି ଘର ଛାଡ଼ି ଯାଅ ନାହିଁ। Viz kapitola |