ଲୂକ ଲିଖିତ ସୁସମାଚାର 11:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଥରେ ସେ ଗୋଟିଏ ଭୂତ ଛଡ଼ାଉଥିଲେ, ସେହି ଭୂତଟା ଘୁଙ୍ଗା। ଭୂତ ବାହାରିଗଲା ପରେ ଘୁଙ୍ଗା ଲୋକଟି କଥା କହିଲା; ସେଥିରେ ଲୋକସମୂହ ଚକିତ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଥରେ ସେ ଗୋଟିଏ ଭୂତ ଛଡ଼ାଉଥିଲେ, ସେହି ଭୂତଟା ଘୁଙ୍ଗା। ଭୂତ ବାହାରିଗଲା ଉତ୍ତାରେ ଘୁଙ୍ଗା ଲୋକଟି କଥା କହିଲା; ସେଥିରେ ଲୋକସମୂହ ଚମତ୍କୃତ ହେଲେ। Viz kapitolaଓଡିଆ ବାଇବେଲ14 ଥରେ ସେ ଗୋଟିଏ ଭୂତ ଛଡ଼ାଉଥିଲେ, ସେହି ଭୂତଟା ଘୁଙ୍ଗା । ଭୂତ ବାହାରିଗଲା ପରେ ଘୁଙ୍ଗା ଲୋକଟି କଥା କହିଲା; ସେଥିରେ ଲୋକସମୂହ ଚକିତ ହେଲେ । Viz kapitolaପବିତ୍ର ବାଇବଲ (CL) NT (BSI)14 ଯୀଶୁ ଏକ ଭୂତଗ୍ରସ୍ତ ଘୁଙ୍ଗା ଲୋକକୁ ସୁସ୍ଥ କଲେ। ଯେତେବେଳେ ଭୂତ ଛାଡ଼ିଗଲା, ଲୋକଟି କଥା କହିବାକୁ ଆରମ୍ଭ କଲା! ଲୋକେ ଆଶ୍ଚର୍ଯ୍ୟ ହେଲେ, Viz kapitolaପବିତ୍ର ବାଇବଲ14 ଥରେ ଯୀଶୁ କଥା କହି ପାରୁ ନ ଥିବା ଗୋଟିଏ ଲୋକ ଦେହରୁ ଭୂତକୁ ତଡ଼ି ଦେଉଥିଲେ। ଭୂତଟି ମୂକ ଲୋକ ଦେହରୁ ବାହାରି ଆସିବା ମାତ୍ରେ, ଲୋକଟି ପୁଣି କଥା କହିବାକୁ ଲାଗିଲା। ଜମା ହୋଇଥିବା ଲୋକମାନେ ଆଶ୍ଚର୍ଯ୍ୟ ହୋଇଗଲେ। Viz kapitola |