ଲୂକ ଲିଖିତ ସୁସମାଚାର 11:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଆଉ ଶୟତାନ ମଧ୍ୟ ଯଦି ବିଭକ୍ତ ହୋଇ ନିଜ ବିରୁଦ୍ଧରେ ଉଠେ, ତାହାହେଲେ ତାହାର ରାଜ୍ୟ କିପ୍ରକାରେ ସ୍ଥିର ହୋଇ ରହିବ? ମୁଁ ବାଲ୍ଜିବୂଲ୍ର ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ ବୋଲି ତୁମ୍ଭେମାନେ ତ କହୁଅଛ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ଆଉ, ଶୟତାନ ମଧ୍ୟ ଯଦି ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠିଲାଣି, ତାହାହେଲେ ତାହାର ରାଜ୍ୟ କିପ୍ରକାରେ ସ୍ଥିର ହୋଇ ରହିବ? ମୁଁ ବାଆଲ୍ଜିବୂଲ୍ର ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ ବୋଲି ତୁମ୍ଭେମାନେ ତ କହୁଅଛ। Viz kapitolaଓଡିଆ ବାଇବେଲ18 ଆଉ ଶୟତାନ ମଧ୍ୟ ଯଦି ବିଭକ୍ତ ହୋଇ ନିଜ ବିରୁଦ୍ଧରେ ଉଠେ, ତାହାହେଲେ ତାହାର ରାଜ୍ୟ କିପ୍ରକାରେ ସ୍ଥିର ହୋଇ ରହିବ ? ମୁଁ ବାଲ୍ଜିବୂଲ୍ର ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ ବୋଲି ତୁମ୍ଭେମାନେ ତ କହୁଅଛ । Viz kapitolaପବିତ୍ର ବାଇବଲ (CL) NT (BSI)18 ତେଣୁ ଶୟତାନର ରାଜ୍ୟରେ ଗୃହ ଯୁଦ୍ଧ ଲାଗିଲେ, ତାହା କିପରି ତିଷ୍ଠିବ? ତୁମେ କହୁଛ ଯେ ବାଆଲ୍ଜିବୂଲ୍ର ଶକ୍ତିରେ ମୁଁ ଭୂତ ଛଡ଼ାଏ। Viz kapitolaପବିତ୍ର ବାଇବଲ18 ତେଣୁ ଯଦି ଶୟତାନ ନିଜ ବିରୁଦ୍ଧରେ ଲଢ଼େଇ କରେ, ତେବେ କିଭଳି ତା ରାଜ୍ୟ ତିଷ୍ଠି ରହି ପାରିବ? ମୁଁ ବାଆଲ୍ଜିବୂଲ୍ ସାହାଯ୍ୟରେ ଭୂତମାନଙ୍କୁ ବାହାର କରି ଦେଉଛି ବୋଲି ତୁମ୍ଭେମାନେ କହୁଛ। Viz kapitola |