ଲୂକ ଲିଖିତ ସୁସମାଚାର 11:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଏଥିରେ ସେ ସେମାନଙ୍କୁ କହିଲେ, “ଯେତେବେଳେ ତୁମ୍ଭେମାନେ ପ୍ରାର୍ଥନା କର, ସେତେବେଳେ କୁହ, ‘ପିତଃ, ତୁମ୍ଭ ନାମ ପବିତ୍ର ବୋଲି ମାନ୍ୟ ହେଉ। ତୁମ୍ଭର ରାଜ୍ୟ ଆସୁ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ଏଥିରେ ସେ ସେମାନଙ୍କୁ କହିଲେ, ଯେତେବେଳେ ତୁମ୍ଭେମାନେ ପ୍ରାର୍ଥନା କର, ସେତେବେଳେ କୁହ, ପିତଃ, ତୁମ୍ଭ ନାମ ପବିତ୍ର ବୋଲି ମାନ୍ୟ ହେଉ। ତୁମ୍ଭର ରାଜ୍ୟ ଆସୁ। Viz kapitolaଓଡିଆ ବାଇବେଲ2 ଏଥିରେ ସେ ସେମାନଙ୍କୁ କହିଲେ, ଯେତେବେଳେ ତୁମ୍ଭେମାନେ ପ୍ରାର୍ଥନା କର, ସେତେବେଳେ କୁହ, ପିତଃ, ତୁମ୍ଭ ନାମ ପବିତ୍ର ବୋଲି ମାନ୍ୟ ହେଉ । ତୁମ୍ଭର ରାଜ୍ୟ ଆସୁ । Viz kapitolaପବିତ୍ର ବାଇବଲ (CL) NT (BSI)2 ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ପ୍ରାର୍ଥନା କରିବା ସମୟରେ ଏପରି କୁହ: ପିତା: ତୁମର ପବିତ୍ର ନାମ ସମ୍ମାନିତ ହେଉ; ତୁମର ରାଜ୍ୟ ଆସୁ। Viz kapitolaପବିତ୍ର ବାଇବଲ2 ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ପ୍ରାର୍ଥନା କଲାବେଳେ କୁହ: ‘ହେ ପରମପିତା, ଆମ୍ଭେମାନେ ପ୍ରାର୍ଥନା କରୁଛୁ ଯେ ତୁମ୍ଭ ନାମ ସର୍ବଦା ପବିତ୍ର ରହୁ। ଆମ୍ଭେମାନେ ପ୍ରାର୍ଥନା କରୁଛୁ ଯେ ତୁମ୍ଭର ରାଜ୍ୟ ଆସୁ। Viz kapitola |