ଲୂକ ଲିଖିତ ସୁସମାଚାର 11:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ବଳବାନ ଲୋକ ଯେପର୍ଯ୍ୟନ୍ତ ଅସ୍ତ୍ରଶସ୍ତ୍ରରେ ସୁସଜ୍ଜିତ ହୋଇ ଆପଣା ଗଡ଼ ରକ୍ଷା କରେ, ସେପର୍ଯ୍ୟନ୍ତ ତାହାର ସମ୍ପତ୍ତି ନିରାପଦରେ ଥାଏ; Viz kapitolaପବିତ୍ର ବାଇବଲ (Re-edited) - (BSI)21 ବଳବାନ ଲୋକ ଯେପର୍ଯ୍ୟନ୍ତ ଅସ୍ତ୍ରଶସ୍ତ୍ରରେ ସୁସଜ୍ଜିତ ହୋଇ ଆପଣା ଗଡ଼ ରକ୍ଷା କରେ, ସେପର୍ଯ୍ୟନ୍ତ ତାହାର ସମ୍ପତ୍ତି ନିରାପଦରେ ଥାଏ; Viz kapitolaଓଡିଆ ବାଇବେଲ21 ବଳବାନ ଲୋକ ଯେପର୍ଯ୍ୟନ୍ତ ଅସ୍ତ୍ରଶସ୍ତ୍ରରେ ସୁସଜ୍ଜିତ ହୋଇ ଆପଣା ଗଡ଼ ରକ୍ଷା କରେ, ସେପର୍ଯ୍ୟନ୍ତ ତାହାର ସମ୍ପତ୍ତି ନିରାପଦରେ ଥାଏ; Viz kapitolaପବିତ୍ର ବାଇବଲ (CL) NT (BSI)21 “ଯେତେବେଳେ ଜଣେ ବଳିଷ୍ଠ ଲୋକ ଅସ୍ତ୍ରଶସ୍ତ୍ରରେ ସଜ୍ଜିତ ହୋଇ ନିଜ ଘର ଜଗେ, ତା’ର ସମସ୍ତ ସମ୍ପତ୍ତି ସୁରକ୍ଷିତ ଥାଏ। Viz kapitolaପବିତ୍ର ବାଇବଲ21 “ଯେତେବେଳେ ଜଣେ ଶକ୍ତିଶାଳୀ ଲୋକ ଅନେକ ଅସ୍ତ୍ରଶସ୍ତ୍ର ଧରି ନିଜ ଘରକୁ ଜଗିରହେ, ସେତେବେଳେ ତା'ର ସମସ୍ତ ସମ୍ପତ୍ତି ସୁରକ୍ଷିତ ରହେ। Viz kapitola |