ଲୂକ ଲିଖିତ ସୁସମାଚାର 11:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆମ୍ଭମାନଙ୍କର ପାପସବୁ କ୍ଷମା କର, କାରଣ ଆମ୍ଭେମାନେ ମଧ୍ୟ ଆପଣା ଆପଣାର ପ୍ରତ୍ୟେକ ଅପରାଧୀକୁ କ୍ଷମା କରୁ। ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ।’” Viz kapitolaପବିତ୍ର ବାଇବଲ (Re-edited) - (BSI)4 ଆମ୍ଭମାନଙ୍କର ପାପସବୁ କ୍ଷମା କର, କାରଣ ଆମ୍ଭେମାନେ ମଧ୍ୟ ଆପଣା ଆପଣାର ପ୍ରତ୍ୟେକ ଅପରାଧୀକି କ୍ଷମା କରୁ। ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ। Viz kapitolaଓଡିଆ ବାଇବେଲ4 ଆମ୍ଭମାନଙ୍କର ପାପସବୁ କ୍ଷମା କର, କାରଣ ଆମ୍ଭେମାନେ ମଧ୍ୟ ଆପଣା ଆପଣାର ପ୍ରତ୍ୟେକ ଅପରାଧିକୁ କ୍ଷମା କରୁ । ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)4 ଆମ ପାପ ସବୁ କ୍ଷମା କର, କାରଣ ଆମ ବିରୁଦ୍ଧରେ ଦୋଷ କରିଥିବା ପ୍ରତ୍ୟେକଙ୍କୁ ଆମେ କ୍ଷମା କରୁ। ଆମକୁ କଠିନ ପରୀକ୍ଷାର ସମ୍ମୁଖୀନ ହେବାକୁ ଦିଅ ନାହିଁ’।” Viz kapitolaପବିତ୍ର ବାଇବଲ4 ଆମ୍ଭମାନଙ୍କର ପାପଗୁଡ଼ିକ କ୍ଷମା କରିଦିଅ, କାରଣ ଯେଉଁମାନେ ଆମ୍ଭମାନଙ୍କ ପ୍ରତି ଅନ୍ୟାୟ କରିଛନ୍ତି, ଆମ୍ଭେମାନେ ପ୍ରତ୍ୟେକଙ୍କୁ ମଧ୍ୟ କ୍ଷମା ଦେଉଛୁ। ଆମ୍ଭମାନଙ୍କୁ କଠିନ ପରୀକ୍ଷା ମଧ୍ୟରେ ପକାଅ ନାହିଁ।’” Viz kapitola |