ଲୂକ ଲିଖିତ ସୁସମାଚାର 11:41 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT41 ବରଂ ଭିତରେ ଯାହା ଯାହା ଅଛି, ସେହିସବୁ ଦାନ କର; ଆଉ ଦେଖ, ତୁମ୍ଭମାନଙ୍କ ପକ୍ଷରେ ସମସ୍ତ ପରିଷ୍କୃତ। Viz kapitolaପବିତ୍ର ବାଇବଲ (Re-edited) - (BSI)41 ବରଞ୍ଚ ଭିତରେ ଯାହା ଯାହା ଅଛି, ସେହିସବୁ ଦାନ କର; ଆଉ ଦେଖ, ତୁମ୍ଭମାନଙ୍କ ପକ୍ଷରେ ସମସ୍ତ ପରିଷ୍କୃତ। Viz kapitolaଓଡିଆ ବାଇବେଲ41 ବରଂ ଭିତରେ ଯାହା ଯାହା ଅଛି, ସେହି ସବୁ ଦାନ କର; ଆଉ ଦେଖ, ତୁମ୍ଭମାନଙ୍କ ପକ୍ଷରେ ସମସ୍ତ ପରିଷ୍କୃତ । Viz kapitolaପବିତ୍ର ବାଇବଲ (CL) NT (BSI)41 ଏଣୁ ତୁମର ଯାହା ସବୁ ଅଛି; ତାହା ଦାନ କରି ଦିଅ, ତା’ ହେଲେ ତୁମେ ସମ୍ପୂର୍ଣ୍ଣ ପରିଷ୍କୃତ ହେବ। Viz kapitolaପବିତ୍ର ବାଇବଲ41 ଏଣୁ ତୁମ୍ଭମାନଙ୍କ ଭିତରେ ଥିବା ବିଷୟଗୁଡ଼ିକ ପ୍ରତି ଦୃଷ୍ଟି ଦିଅ। ଯେଉଁ ଲୋକମାନେ ସାହାଯ୍ୟ ଲୋଡ଼ନ୍ତି, ସେମାନଙ୍କୁ ସାହାଯ୍ୟ କର। ତା'ହେଲେ ତୁମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ପରିଷ୍କାର ଓ ପବିତ୍ର ହୋଇଯିବ। Viz kapitola |