ଲୂକ ଲିଖିତ ସୁସମାଚାର 11:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆଉ ସେ ଭିତରୁ ଏପରି ଉତ୍ତର ଦେବ, ‘ମୋତେ କଷ୍ଟ ଦିଅ ନାହିଁ; ଦ୍ୱାର ବନ୍ଦ ହେଲାଣି, ଆଉ ମୋହର ପିଲାମାନେ ମୋʼ ସାଙ୍ଗରେ ଶୋଇଛନ୍ତି; ମୁଁ ଉଠି ତୁମ୍ଭକୁ ଦେଇ ପାରିବି ନାହିଁ?’ Viz kapitolaପବିତ୍ର ବାଇବଲ (Re-edited) - (BSI)7 ଆଉ ସେ ଭିତରୁ ଏପରି ଉତ୍ତର ଦେବ, ମୋତେ କଷ୍ଟ ଦିଅ ନାହିଁ; ଦ୍ଵାର ବନ୍ଦ ହେଲାଣି, ଆଉ ମୋର ପିଲାମାନେ ମୋʼ ସାଙ୍ଗରେ ଶୋଇଅଛନ୍ତି; ମୁଁ ଉଠି ତୁମ୍ଭକୁ ଦେଇ ପାରିବି ନାହିଁ। Viz kapitolaଓଡିଆ ବାଇବେଲ7 ଆଉ ସେ ଭିତରୁ ଏପରି ଉତ୍ତର ଦେବ, ମୋତେ କଷ୍ଟ ଦିଅ ନାହିଁ; ଦ୍ୱାର ବନ୍ଦ ହେଲାଣି, ଆଉ ମୋର ପିଲାମାନେ ମୋ’ ସାଙ୍ଗରେ ଶୋଇଛନ୍ତି; ମୁଁ ଉଠି ତୁମ୍ଭକୁ ଦେଇ ପାରିବି ନାହିଁ ? Viz kapitolaପବିତ୍ର ବାଇବଲ (CL) NT (BSI)7 ମନେକର, ଘର ଭିତରୁ ତୁମର ବନ୍ଧୁ ଉତ୍ତର ଦେବେ, ‘ମୋତେ ହଇରାଣ କର ନାହିଁ। କବାଟ ବନ୍ଦ ହୋଇ ଯାଇଛି, ମୁଁ ଓ ମୋର ପିଲାମାନେ ବିଶ୍ରାମ କରୁଛୁ। ମୁଁ ଏବେ ଉଠି ତୁମକୁ କିଛି ଦେଇପାରିବି ନାହିଁ’। Viz kapitolaପବିତ୍ର ବାଇବଲ7 ତୁମ୍ଭ ସାଙ୍ଗ ଘର ଭିତରୁ ଉତ୍ତର ଦେବ, ‘ତୁମ୍ଭେ ଗ୍ଭଲିଯାଅ। ମୋତେ ହଇରାଣ କର ନାହିଁ। ଦୁଆର ବନ୍ଦ ହୋଇ ଗଲାଣି। ମୁଁ ଓ ମୋ’ ପିଲାମାନେ ଶୋଇବାକୁ ଗଲୁଣି, ତୁମ୍ଭକୁ ରୋଟୀ ଦେବାକୁ ମୁଁ ବର୍ତ୍ତମାନ ଉଠି ପାରିବି ନାହିଁ।’ Viz kapitola |