ଲୂକ ଲିଖିତ ସୁସମାଚାର 11:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ମୁଁ ମଧ୍ୟ ତୁମ୍ଭମାନଙ୍କୁ କହୁଅଛି, ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ୱାରରେ ଆଘାତ କର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଦ୍ୱାର ଫିଟାଇ ଦିଆଯିବ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ମୁଁ ମଧ୍ୟ ତୁମ୍ଭମମାନଙ୍କୁ କହୁଅଛି, ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ଵାରରେ ମାର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଫିଟାଇ ଦିଆଯିବ। Viz kapitolaଓଡିଆ ବାଇବେଲ9 ମୁଁ ମଧ୍ୟ ତୁମ୍ଭମାନଙ୍କୁ କହୁଅଛି, ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ୱାରରେ ମାର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଦ୍ୱାର ଫିଟାଇଦିଆଯିବ । Viz kapitolaପବିତ୍ର ବାଇବଲ (CL) NT (BSI)9 “ତେଣୁ ମୁଁ ତୁମ୍ଭମାନଙ୍କୁ କହେ: ମାଗ, ତୁମମାନଙ୍କୁ ଦିଆଯିବ! ଖୋଜ, ପାଇବ; ଆଘାତ କର, ତୁମ ପାଇଁ ଦ୍ୱାର ଫିଟାଯିବ। Viz kapitolaପବିତ୍ର ବାଇବଲ9 ତେଣୁ ମୁଁ ତୁମ୍ଭମାନଙ୍କୁ କହୁଛି, ବାରମ୍ବାର ମାଗୁଥାଅ। ତା'ହେଲେ ପରମେଶ୍ୱର ତୁମ୍ଭମାନଙ୍କୁ ଦେବେ। ଖୋଜୁଥାଅ। ତୁମ୍ଭେମାନେ ପାଇବ। ଦୁଆର ଠକ୍ଠକ୍ କରି ଗ୍ଭଲି ଥାଅ। ତୁମ୍ଭ ପାଇଁ ଦୁଆର ଖୋଲିଯିବ। Viz kapitola |