ଲୂକ ଲିଖିତ ସୁସମାଚାର 12:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପୁଣି, ସେ ସେମାନଙ୍କୁ କହିଲେ, “ସାବଧାନ, ସମସ୍ତ ପ୍ରକାର ଲୋଭରୁ ଆପଣା ଆପଣାକୁ ଦୂରରେ ରଖ, କାରଣ ଜଣେ ଲୋକର ଜୀବନ ତାହାର ଧନସମ୍ପତ୍ତି ପ୍ରାଚୁର୍ଯ୍ୟ ଉପରେ ନିର୍ଭର କରେ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)15 ପୁଣି, ସେ ସେମାନଙ୍କୁ କହିଲେ, ସାବଧାନ, ସମସ୍ତ ପ୍ରକାର ଲୋଭରୁ ଆପଣା ଆପଣାକୁ ଦୂରରେ ରଖ, କାରଣ ଜଣେ ଲୋକର ଜୀବନ ତାହାର ସମ୍ପତ୍ତିର ପ୍ରାଚୁର୍ଯ୍ୟ ଉପରେ ନିର୍ଭର କରେ ନାହିଁ। Viz kapitolaଓଡିଆ ବାଇବେଲ15 ପୁଣି, ସେ ସେମାନଙ୍କୁ କହିଲେ, ସାବଧାନ, ସମସ୍ତ ପ୍ରକାର ଲୋଭରୁ ଆପଣା ଆପଣାକୁ ଦୂରରେ ରଖ, କାରଣ ଜଣେ ଲୋକର ଜୀବନ ତାହାର ଧନସମ୍ପତ୍ତି ପ୍ରାଚୁର୍ଯ୍ୟ ଉପରେ ନିର୍ଭର କରେ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)15 ପୁଣି ସେ ସେମାନଙ୍କୁ କହିଲେ, “ସବୁ ପ୍ରକାର ଲୋଭରୁ ନିଜକୁ ଦୂରେଇ ରଖ, କାରଣ ଜଣେ ଲୋକର ଜୀବନ ତା’ ସମ୍ପତ୍ତିର ପ୍ରାଚୁର୍ଯ୍ୟ ଉପରେ ନିର୍ଭର କରି ନ ଥାଏ।” Viz kapitolaପବିତ୍ର ବାଇବଲ15 ଯୀଶୁ କହିଲେ, “ସାବଧାନର ସହିତ ସମସ୍ତ ପ୍ରକାର ଲୋଭରୁ ନିଜକୁ ଦୂରରେ ରଖ। ନିଜର ଅଧିକାରରେ ଥିବା ବିପୁଳ ସମ୍ପତ୍ତିରୁ କେହି କେବେ ଜୀବନ ପାଇ ପାରେ ନାହିଁ।” Viz kapitola |