ଲୂକ ଲିଖିତ ସୁସମାଚାର 12:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସେଥିରେ ସେ ମନେ ମନେ ଚିନ୍ତା କରି କହିଲେ, କଅଣ କରିବି? କାରଣ ମୋହର ଫସଲ ସଂଗ୍ରହ କରି ରଖିବା ନିମନ୍ତେ ସ୍ଥାନ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ସେଥିରେ ସେ ମନେ ମନେ ବିବେଚନା କରି କହିଲା, କଅଣ କରିବି? କାରଣ ମୋହର ଫସଲ ସଂଗ୍ରହ କରି ରଖିବା ନିମନ୍ତେ ସ୍ଥାନ ନାହିଁ। Viz kapitolaଓଡିଆ ବାଇବେଲ17 ସେଥିରେ ସେ ମନେ ମନେ ଚିନ୍ତା କରି କହିଲେ, କ'ଣ କରିବି ? କାରଣ ମୋହର ଫସଲ ସଂଗ୍ରହ କରି ରଖିବା ନିମନ୍ତେ ସ୍ଥାନ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)17 ସେ ଭାବିବାକୁ ଲାଗିଲା, ‘ମୋର ଶସ୍ୟ ସବୁ ରଖିବା ପାଇଁ ଆଉ କୌଣସି ସ୍ଥାନ ନାହିଁ। ମୁଁ କ’ଣ କରିବି?’ Viz kapitolaପବିତ୍ର ବାଇବଲ17 ଲୋକଟି ମନେ ମନେ ଭାବିଲା, ‘ମୁଁ କ’ଣ କରିବି? ମୋ’ ପାଖରେ ମୋର ସବୁ ଶସ୍ୟତକ ରଖିବା ପାଇଁ ଜାଗା ନାହିଁ। Viz kapitola |