ଲୂକ ଲିଖିତ ସୁସମାଚାର 12:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପୁଣି, ସେ କହିଲା, ଏହା କରିବି; ମୋହର ଅମାରସବୁ ଭାଙ୍ଗି ବଡ଼ ବଡ଼ କରି ତୋଳିବି ଓ ସେସବୁରେ ମୋହର ଶସ୍ୟ ଓ ଦ୍ରବ୍ୟ ସବୁ ସଂଗ୍ରହ କରି ରଖିବି, Viz kapitolaପବିତ୍ର ବାଇବଲ (Re-edited) - (BSI)18 ପୁଣି, ସେ କହିଲା, ଏହା କରିବି; ମୋର ଅମାରସବୁ ଭାଙ୍ଗି ବଡ଼ ବଡ଼ କରି ତୋଳିବି ଓ ସେସବୁରେ ମୋର ଶସ୍ୟ ଓ ଦ୍ରବ୍ୟ ସବୁ ସଂଗ୍ରହ କରି ରଖିବି, Viz kapitolaଓଡିଆ ବାଇବେଲ18 ପୁଣି, ସେ କହିଲା, ଏହା କରିବି; ମୋର ଅମାରସବୁ ଭାଙ୍ଗି ବଡ଼ ବଡ଼ କରି ତୋଳିବି ଓ ସେସବୁରେ ମୋହର ଶସ୍ୟ ଓ ଦ୍ରବ୍ୟ ସବୁ ସଂଗ୍ରହ କରି ରଖିବି, Viz kapitolaପବିତ୍ର ବାଇବଲ (CL) NT (BSI)18 ସେ ନିଜକୁ କହିଲା, ‘ମୁଁ ଏମିତି କରିବି। ମୋର ଅମାର ସବୁକୁ ଭାଙ୍ଗିଦେଇ ଶସ୍ୟ ଓ ଅନ୍ୟାନ୍ୟ ଜିନିସ ସବୁ ରଖିବା ପାଇଁ ଆହୁରି ବଡ଼ ବଡ଼ ଅମାର ତିଆରି କରିବି। Viz kapitolaପବିତ୍ର ବାଇବଲ18 “ତା'ପରେ ସେ କହିଲା, ଠିକ୍ ଅଛି। କ’ଣ କରିବାକୁ ହେବ, ତାହା ମୁଁ ଜାଣିଛି। ମୁଁ ପ୍ରଥମେ ଅମାରଗୁଡ଼ିକ ଭାଙ୍ଗି ଦେଇ ବଡ଼ବଡ଼ ଅମାର ତିଆରି କରିବି ଏବଂ ସବୁତକ ଗହମ ଓ ଭଲ ଜିନିଷ ତକ ଏକାଠି ନୂଆ ଅମାରମାନଙ୍କରେ ରଖି ଦେବି। Viz kapitola |