ଲୂକ ଲିଖିତ ସୁସମାଚାର 12:50 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT50 ମାତ୍ର ମୋତେ ଏକ ବାପ୍ତିସ୍ମରେ ବାପ୍ତିଜିତ ହେବାକୁ ହେବ, ଆଉ ତାହା ସମାପ୍ତ ନ ହେବା ପର୍ଯ୍ୟନ୍ତ ମୁଁ କିପରି ଭାରାକ୍ରାନ୍ତ ହେଉଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)50 ମାତ୍ର ମୋତେ ଏକ ବାପ୍ତିସ୍ମରେ ବାପ୍ତିଜିତ ହେବାକୁ ହେବ, ଆଉ ତାହା ସମାପ୍ତ ନ ହେବା ପର୍ଯ୍ୟନ୍ତ ମୁଁ କିପରି ନିଷ୍ପୀଡ଼ିତ ହେଉଅଛି। Viz kapitolaଓଡିଆ ବାଇବେଲ50 ମାତ୍ର ମୋତେ ଏକ ବାପ୍ତିସ୍ମରେ ବାପ୍ତିଜିତ ହେବାକୁ ହେବ, ଆଉ ତାହା ସମାପ୍ତ ନ ହେବା ପର୍ଯ୍ୟନ୍ତ ମୁଁ କିପରି ଭାରାକ୍ରାନ୍ତ ହେଉଅଛି । Viz kapitolaପବିତ୍ର ବାଇବଲ (CL) NT (BSI)50 ମୋତେ ଆଉ ଏକ ଦୀକ୍ଷା ନେବାକୁ ହେବ ଏବଂ ତାହା ନେବା ପର୍ଯ୍ୟନ୍ତ ମୁଁ ବ୍ୟାକୁଳ। Viz kapitolaପବିତ୍ର ବାଇବଲ50 ମୋତେ ‘ଅନ୍ୟପ୍ରକାରର ବାପ୍ତିସ୍ମ’ ଦ୍ୱାରା ବାପ୍ତିଜିତ ହେବାକୁ ପଡ଼ିବ। ଏହା ନ ହେବା ପର୍ଯ୍ୟନ୍ତ ମୁଁ ପୀଡ଼ା ଅନୁଭବ କରୁଛି। Viz kapitola |