ଲୂକ ଲିଖିତ ସୁସମାଚାର 12:51 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT51 ମୁଁ ପୃଥିବୀରେ ଶାନ୍ତି ଦେବାକୁ ଆସିଅଛି ବୋଲି କଅଣ ତୁମ୍ଭେମାନେ ମନେ କରୁଅଛ? ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, ବରଂ ଭେଦ କରିବାକୁ ଆସିଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)51 ମୁଁ ପୃଥିବୀରେ ଶାନ୍ତି ଦେବାକୁ ଆସିଅଛି ବୋଲି କଅଣ ତୁମ୍ଭେମାନେ ମନେ କରୁଅଛଣ? ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, ବରଂ ଭେଦ ଜନ୍ମାଇବାକୁ ଆସିଅଛି। Viz kapitolaଓଡିଆ ବାଇବେଲ51 ମୁଁ ପୃଥିବୀରେ ଶାନ୍ତି ଦେବାକୁ ଆସିଅଛି ବୋଲି କ'ଣ ତୁମ୍ଭେମାନେ ମନେ କରୁଅଛ ? ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, ବରଂ ଭେଦ କରିବାକୁ ଆସିଅଛି । Viz kapitolaପବିତ୍ର ବାଇବଲ (CL) NT (BSI)51 ମୁଁ ପୃଥିବୀରେ ଶାନ୍ତି ପ୍ରତିଷ୍ଠା କରିବାକୁ ଆସିଛି ବୋଲି କ’ଣ ତୁମେ ଭାବୁଛ? ନା, ଶାନ୍ତି ନୁହେଁ, ମାତ୍ର ଦଳ ଭେଦ ସୃଷ୍ଟି କରିବାକୁ Viz kapitolaପବିତ୍ର ବାଇବଲ51 ତୁମ୍ଭେମାନେ କ’ଣ ଭାବୁଛ ଯେ ମୁଁ ଶାନ୍ତି ଦେବା ପାଇଁ ଏ ପୃଥିବୀକୁ ଆସିଛି? ନା, ମୁଁ ପୃଥିବୀକୁ ଭାଗ ଭାଗ କରିଦେବାକୁ ଆସିଛି। Viz kapitola |