ଲୂକ ଲିଖିତ ସୁସମାଚାର 13:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଥରେ ସେ ବିଶ୍ରାମବାର ଦିନରେ ଗୋଟିଏ ସମାଜଗୃହରେ ଶିକ୍ଷା ଦେଉଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଥରେ ସେ ବିଶ୍ରାମବାରରେ ଗୋଟିଏ ସମାଜଗୃହରେ ଶିକ୍ଷା ଦେଉଥିଲେ। Viz kapitolaଓଡିଆ ବାଇବେଲ10 ଥରେ ସେ ବିଶ୍ରାମବାରରେ ଗୋଟିଏ ସମାଜଗୃହରେ ଶିକ୍ଷା ଦେଉଥିଲେ । Viz kapitolaପବିତ୍ର ବାଇବଲ (CL) NT (BSI)10 ଥରେ ବିଶ୍ରାମବାରରେ ଯୀଶୁ ଏକ ଉପାସନା ଗୃହରେ ଶିକ୍ଷା ଦେଉଥିଲେ। Viz kapitolaପବିତ୍ର ବାଇବଲ10 ଥରେ ଯୀଶୁ ବିଶ୍ରାମବାରରେ ଗୋଟିଏ ଯିହୂଦୀ ସମାଜଗୃହରେ ଉପଦେଶ ଦେଉଥିଲେ। Viz kapitola |